Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ଛାଡିନାହାନ୍ତି ପଙ୍କଜା ମୁଣ୍ଡେ : ଚନ୍ଦ୍ରକାନ୍ତ ପାଟିଲ
ଆଜିର ଖବର

ବିଜେପି ଛାଡିନାହାନ୍ତି ପଙ୍କଜା ମୁଣ୍ଡେ : ଚନ୍ଦ୍ରକାନ୍ତ ପାଟିଲ

December 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ,2/12: ବିଜେପି ନେତ୍ରୀ ପଙ୍କଜା ମୁଣ୍ଡେ ଦଳ ଛାଡି ନାହାନ୍ତି ବୋଲି ମହାରାଷ୍ଟ୍ର ବିଜେପି ମୁଖ୍ୟ ଚନ୍ଦ୍ରକାନ୍ତ ପାଟିଲ କହିଛନ୍ତି । ପାର୍ଲି ଆସନରୁ ପଙ୍କଜା ପରାଜିତ ହେବା ପରେ ଦଳୀୟ ନେତାଙ୍କ ସହିତ ତାଙ୍କର ସମ୍ପର୍କ ଖରାପ ହେବାରେ ଲାଗିଥିଲା । ଏହାପରେ ପଙ୍କଜା ନିଜ ଭବିଷ୍ୟତ ସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି ଘୋଷଣା କରିବା ପରେ ଏହି ଚର୍ଚ୍ଚା ଜୋର ଧରିଥିଲା । ଏହାପରେ ସୋମବାର ନିଜ ଟ୍ବିଟ୍ଟର ବାୟୋରୁ ବିଜେପି ହଟାଇଥିଲେ ପଙ୍କଜା ମୁଣ୍ଡେ । ମୁଣ୍ଡେ ଦଳ ଛାଡୁଥବାର ସୂଚନା ମିଳିବା ପରେ ମହରାଷ୍ଟ୍ର ବିଜେପି ମୁଖ୍ୟ ଚନ୍ଦ୍ରକାନ୍ତ ପାଟିଲ ଏ ସମ୍ପର୍କରେ ସ୍ପଷ୍ଟୀକରଣ ପ୍ରଦାନ କରିଛନ୍ତି । ବିଜେପି ନେତୃବୃନ୍ଦ ପଙ୍କଜାଙ୍କ ସହିତ ସମ୍ପର୍କରେ ଅଛନ୍ତି । ପଙ୍କଜା ପରାଜୟକୁ ନେଇ ମର୍ମାହତ ଅଛନ୍ତି ଏବଂ ଏହାର କାରଣ ଖୋଜୁଛନ୍ତି । ମାତ୍ର ସେ ଦଳ ପରିତ୍ୟାଗ କରିବା ଖବର ସମ୍ପୂର୍ଣ୍ଣ ଗୁଜବ ବୋଲି ପାଟିଲ କହିଛନ୍ତି । (ଏଜେନ୍ସୀ)

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026
Latest News

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.