Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାବାଳିକା ଅସଦାଚରଣ: ଦୋଷୀକୁ ଦଣ୍ଡ ଦେଲେ ଜନସାଧାରଣ
ଆଜିର ଖବର

ନାବାଳିକା ଅସଦାଚରଣ: ଦୋଷୀକୁ ଦଣ୍ଡ ଦେଲେ ଜନସାଧାରଣ

December 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଲାଉଁ,୩/୧୨: ଉତ୍ତରପ୍ରଦେଶରେ ଜଣେ ଅସଦାଚରଣକାରୀକୁ ଜନ ସାଧାରଣ ଦଣ୍ଡ ଦେବା ପରେ ପୋଲିସକୁ ହସ୍ତାନ୍ତର କରିଛନ୍ତି। ଜଲାଉଁ ଜିଲ୍ଲାର ଏକ ପାର୍କରେ ନାବାଳିକାଙ୍କୁ ଅସଦାଚରଣ କରୁଥିବା ବେଳେ ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଥିଲେ  ୨୫ବର୍ଷୀୟ ଯୁବକ। ଅଭିଯୁକ୍ତଙ୍କୁ ଉଲଗ୍ନ କରି ପାର୍କର ଗାନ୍ଧୀ ମୂର୍ତ୍ତି ଚତୁଃପାର୍ଶ୍ବରେ ୭ ଥର ବୁଲାଇବା ପରେ ଯୁବକକୁ ପୋଲିସ୍‌କୁ ହସ୍ତାନ୍ତର କରାଯାଇଥିଲା। ଉପସ୍ଥିତ ବ୍ୟକ୍ତିଙ୍କ ଅନୁଯାୟୀ ଏପରି ମାମଲାରେ ଦୋଷୀକୁ ପୋଲିସକୁ ହସ୍ତାନ୍ତର କରାଗଲେ ଦୋଷୀଙ୍କୁ ଜାମିନ ମିଳିଯାଉଛି। ତେଣୁ ଜନସାଧାରଣ ଦଣ୍ଡ ଦେବାର ନିଷ୍ପତ୍ତି ନେଇଥିଲେ। ଏହା ସହିତ ଉପରୋକ୍ତ ଘଟଣାର ଭିଡିଓ ବନାଇ ସ୍ଥାନୀୟ ଅଞ୍ଚଳରେ ବଣ୍ଟାଯାଇଛି। ଫଳରେ ଜେଲରୁ ବାହାରକୁ ଆସିଲା ପରେ ଯୁବକ ଜଣକ ପୁନର୍ବାର ଏପରି ଘଟଣା କରିବାର ଦୁଃସାହସ କରିବେ ନାହିଁ ବୋଲି ଜଣେ ବ୍ୟକ୍ତି ପ୍ରକାଶ କରିଥିଲେ। (ଏଜେନ୍ସୀ)

 

minorgirl up
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026

ପଞ୍ଜାବରେ ବିଜେପିର ରାଜନୈତିକ ରଣନୀତି, ଗାଁରୁ ବିଧାନସଭା ଆସନ ଯାଏଁ ହେବ ଅଭିଯାନ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.