Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାରବାଟୀ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ଦିନିକିଆ ମ୍ୟାଚ୍‌ ପାଇଁ ପ୍ରକାଶ ପାଇଲା ଟିକେଟ ମୂଲ୍ୟ
ଆଜିର ଖବର

ବାରବାଟୀ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ଦିନିକିଆ ମ୍ୟାଚ୍‌ ପାଇଁ ପ୍ରକାଶ ପାଇଲା ଟିକେଟ ମୂଲ୍ୟ

December 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

କଟକ: ୩/୧୨: କଟକ ବାରବାଟୀରେ ହେବାକୁ ଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ତୃତୀୟ ଦିନିକିଆ ମ୍ୟାଚ୍‌ରେ ହେବାକୁ ନେଇ ଟିକେଟ ବୁକିଂ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍‌ଲାଇନ୍‌ ଟିକେଟ ବୁକିଂର ଅବଧି ଡିସେମ୍ବର ୫ରୁ ଡିସେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ରହିଛି। ପେଟିଏମ୍‌ ଓ ଇନ୍‌ସାଇଡର୍‌ ଡଟ୍‌ କମ୍‌ ଜରିଆରେ ଏହି ଅନ୍‌ଲାଇନ୍‌ ଟିକେଟ ବୁକିଂ କରାଯାଇପାରିବ। କଟକର କେମ୍ପ୍ରିଜ୍‌ ସ୍କୁଲ ପାଖରେ ଆସନ୍ତା ଡିସେମ୍ବର ୧୯, ୨୦ଓ ୨୧ ତାରିଖରେ ଏହି ଅନ୍‌ଲାଇନ୍‌ ଟିକେଟ ସଂଗ୍ରହ କରାଯିବ।

ଉଲ୍ଲେଖଯୋଗ୍ୟ, ଦୀର୍ଘ ବ୍ୟବଧାନ ପରେ କଟକରେ ଅନ୍ତରାଷ୍ଟ୍ରୀୟ ଦିନିକିଆ କ୍ରିକେଟ୍ ହେବାକୁ ଯାଉଛି। ଓ୍ବେଷ୍ଟଇଣ୍ଡିଜର ଆଗାମୀ ଭାରତ ଗସ୍ତରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ୩ୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ।

ଅନ୍‌ଲାଇନ୍‌ ଟିକେଟ ସବିଶେଷ ତଥ୍ୟ

୧. ଗ୍ୟାଲେରୀ ନଂ -୨ରେ ୩୦୦୦ ଖଣ୍ଡ ଟିକେଟ ଉପଲବ୍ଧ ଥିବା ବେଳେ ପ୍ରତି ଟିକେଟର ୫୦୦ଟଙ୍କା + ଜିଏସ୍‌ଟି ୧୮%  ରହିଛି।

୨. ଗ୍ୟାଲେରୀ ନଂ ୪ରେ  ୩୦୦୦ ଖଣ୍ଡ ଟିକେଟ ଉପଲବ୍ଧ ଥିବାବେଳେ ପ୍ରତି ଟିକଟର ମୂଲ୍ୟ  ୫୦୦ ଟଙ୍କା + ଜିଏସ୍‌ଟି ୧୮% ରହିଛି।

୩. ଗ୍ୟାଲେରୀ ନଂ – ୬ରେ ୧୫୦୦ ଖଣ୍ଡ ଟିକେଟ ଉପଲବ୍ଧ ଥିବାବେଳେ  ପ୍ରତି ଟିକେଟର ମୂଲ୍ୟ ୪୦୦ଟଙ୍କା ରହିଛି।

୪. ନ୍ୟୁ ପାଭିଲିୟନ୍‌ ଫାଷ୍ଟ ଫ୍ଲୋର୍ ରେ ମାତ୍ର ୫୦ ଖଣ୍ଡ ଟିକେଟ ଉପଲବ୍ଧ ଥିବାବେଳେ ପ୍ରତି ଟିକେଟର ମୂଲ୍ୟ  ୫୦୦୦ ଟଙ୍କା + ଜିଏସ୍‌ଟି ୧୮% ରହିଛି।

୫. ସ୍ପେଶିଆଲ୍‌ ଏନ୍‌କ୍ଲୋଜର୍‌ – ଏରେ ୫୦୦ ଖଣ୍ଡ ଟିକେଟ୍‌ ରହିଥିବାବେଳେ ପ୍ରତି ଟିକେଟର ମୂଲ୍ୟ ୩୦୦୦ ଟଙ୍କା +ଜିଏସ୍‌ଟି ୧୮% ରହିଛି।

୬. ଏସି ବକ୍ସ ଗ୍ୟାଲେରୀ ନଂ ୪ରେ ୧୦୦ ଖଣ୍ଡ ଟିକେଟ ରହିଥିବାବେଳେ ପ୍ରତି ଟିକେଟର ମୂଲ୍ୟ ୫୦୦୦ଟଙ୍କା + ଜିଏସ୍‌ଟି ୧୮% ରହିଛି। (ଏଜେନ୍ସି)

କଟକ କ୍ରିକେଟ ମ୍ୟାଚ ବାରବାଟୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଓ ଖୋର୍ଦ୍ଧାର ପିଆଜ ଗୋଦାମ ଉପରେ ଯୋଗାଣ ବିଭାଗ ତରଫରୁ ଚଢାଉ

August 21, 2026

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 21, 2026

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ରାଶିଫଳ: ଅଗଷ୍ଟ ୨୧ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶି ଉପରେ ଲାଗିରହିବ ସମସ୍ୟା

August 21, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ

August 21, 2026

ଭୁବନେଶ୍ୱର ଓ ଖୋର୍ଦ୍ଧାର ପିଆଜ ଗୋଦାମ ଉପରେ ଯୋଗାଣ ବିଭାଗ ତରଫରୁ ଚଢାଉ

August 21, 2026

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 21, 2026

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ଦକ୍ଷିଣ କ୍ଷେତ୍ରୀୟ ପରିଷଦର ୩୧ତମ ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.