Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏନ୍‌ଏକ୍ସ ମିଡିଆ ମାମଲା : ଚିଦାମ୍ବରମଙ୍କୁ ସୁପ୍ରିମକୋର୍ଟଙ୍କ ଜାମିନ
ଆଜିର ଖବର

ଆଇଏନ୍‌ଏକ୍ସ ମିଡିଆ ମାମଲା : ଚିଦାମ୍ବରମଙ୍କୁ ସୁପ୍ରିମକୋର୍ଟଙ୍କ ଜାମିନ

December 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଦାମ୍ବରମ
ଚିଦାମ୍ବରମଙ୍କ "ମାନସିକ ନକ୍ସଲ" ବୟାନ ଉପରେ ସହିଦଙ୍କ ପତ୍ନୀ କ୍ଷୁବ୍ଧ: କହିଲେ....

ନୂଆଦିଲ୍ଲୀ,4/12: ଆଇଏନଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମଙ୍କୁ ରିହାତି ମିଳିଛି । ବୁଧବାର ସୁପ୍ରିମକୋର୍ଟଙ୍କ ପକ୍ଷରୁ ଚିଦାମ୍ବରମଙ୍କୁ ଜାମିନ ପ୍ରଦାନ କରାଯାଇଛି । ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ଏହି ମାମଲାରେ ଜାମିନ ଆବେଦନ ଖାରଜ କରିଥିଲେ । ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗଠିତ ତିନି ଜଣିଆ ଖଣ୍ଡପୀଠ ସକାଳ 10.40 ମିନିଟରେ ଚିଦାମ୍ବରମଙ୍କ ଜାମିନ ରାୟ ଶୁଣାଇଥିଲେ । ଜଷ୍ଟିସ୍‌ ଆର ଭାନୁମତୀ, ଏ ଏସ୍‌ ବୋପାନ୍ନା ଏବଂ ହ୍ରିଶିକେଷ ରାୟଙ୍କ ନେତୃତ୍ବରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ । ଉଲ୍ଲେଖଯୋଗ୍ୟ ଯେ, ନଭେମ୍ବର 15ରେ ଚିଦାମ୍ବରମଙ୍କ ପକ୍ଷରୁ ଜାମିନ ଆବେଦନ କରାଯାଇଥିବା ବେଳେ ନଭେମ୍ବର 28ରେ ରାୟ ସଂରକ୍ଷିତ ରଖାଯାଇଥିଲା । ମାମଲାର ରାୟ ପ୍ରକାଶ ପରେ ଭାରତୀୟ ନ୍ୟାୟ ବ୍ୟବସ୍ଥାକୁ କର୍ତ୍ତୀ ଚିଦାମ୍ବରମ ଧନ୍ୟବାଦ ଜଣାଇଛନ୍ତି । 106 ଦିନର ଲଢେଇ ପରେ ସତ୍ୟର ବିଜୟ ହେଲା ବୋଲି କର୍ତ୍ତୀ ଟ୍ବିଟ୍‌ କରିଛନ୍ତି । (ଏଜେନ୍ସୀ)

apexcourt pchidambaram
Share. Facebook Twitter LinkedIn Email WhatsApp Copy Link

Related Posts

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

September 3, 2026

ହିମାଳୟ ନିକଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ଜିଏଲଓଏଫ୍‌ ଓ ହିମସ୍ଖଳନ ପ୍ରସ୍ତୁତି ସମୀକ୍ଷା

September 3, 2026

ଖୋର୍ଦ୍ଧା ଜିଲ୍ଲା ଶାଖା ନାଟ୍ୟ ନିର୍ଦ୍ଦେଶକ ସଂଘ ଗଠିତ: ସଭାପତି ହେଲେ ବିଭୂକଲ୍ୟାଣ ସାମନ୍ତରାୟ

September 3, 2026
Latest News

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଏସଏଚଜି ଓ ବ୍ୟକ୍ତିଗତ ଉଦ୍ୟୋଗ ଋଣ ସମୀକ୍ଷା

September 3, 2026

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026

ସମନ୍ୱିତ ଓ ପ୍ରଭାବଶାଳୀ ସରକାରୀ ଯୋଗାଯୋଗ ପାଇଁ ଆଇଏମପିସିସି ବୈଠକରେ ଗୁରୁତ୍ୱ

September 3, 2026

ରେଳ ସୁରକ୍ଷା, ବୈଷୟିକ ଏବଂ ରକ୍ଷଣାବେକ୍ଷଣ ତ୍ରୁଟିର ସଂଶୋଧନ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କ ନିର୍ଦ୍ଦେଶ

September 3, 2026

ହିମାଳୟ ନିକଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ ଜିଏଲଓଏଫ୍‌ ଓ ହିମସ୍ଖଳନ ପ୍ରସ୍ତୁତି ସମୀକ୍ଷା

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.