Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୁମ୍‌ରା ଜଣେ ସାଧାରଣ ବୋଲର : ଅବଦୁଲ୍‌ ରଜାକ୍‌
ଆଜିର ଖବର

ବୁମ୍‌ରା ଜଣେ ସାଧାରଣ ବୋଲର : ଅବଦୁଲ୍‌ ରଜାକ୍‌

December 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,5/12:  ଭାରତୀୟ ସ୍ପିଡ୍‌ଷ୍ଟର ଯଶପ୍ରୀତ୍‌ ବୁମ୍‌ରାଙ୍କୁ ଜଣେ ସାଧାରଣ ବୋଲର ଭାବରେ ଅଭିହିତ କରିଛନ୍ତି ପାକିସ୍ତାନୀ ଅଲରାଉଣ୍ଡର ଅବଦୁଲ ରଜାକ । ରଜାକ୍‌ କହିଛନ୍ତି, ଗ୍ଲେନ୍‌ ମ୍ୟାକଗ୍ରାଥ, ଓ୍ବାସିମ୍‌ ଆକ୍ରମ ଏବଂ ଅବ୍‌ଦୁଲ୍‌ ରଜାକଙ୍କ ପରି ବୋଲରଙ୍କ ସମ୍ମୁଖରେ ବୁମ୍‌ରା ଜଣେ ଶିଶୁ । ରଜାକ ଆହୁରି କହିଛନ୍ତି ଯଦି ମୁଁ ସକ୍ରିୟ ଭାବରେ କ୍ରିକେଟ ଜଗତରେ ଥାନ୍ତି ତେବେ ବୁମ୍‌ରାଙ୍କ ବିପକ୍ଷରେ ଆକ୍ରମଣାତ୍ମକ କ୍ରିକେଟ୍‌ ଖେଳିଥାନ୍ତି । 1996ରୁ 2011 ପର୍ଯ୍ୟନ୍ତ କ୍ରିକେଟ ଖେଳିଥିବା ରଜାକ୍‌ 2000 ମସିହାରେ ବିଶ୍ବର 2 ନମ୍ବର ଅଲରାଉଣ୍ଡର ରହିଥିଲେ । ଆହତ କାରଣରୁ ଭାରତୀୟ ଟିମ୍‌ରୁ ଦୂରେଇ ରହିଥିବା ବୁମ୍‌ରା ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି । (ଏଜେନ୍ସୀ)

Share. Facebook Twitter LinkedIn Email WhatsApp Copy Link

Related Posts

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025

ଏସିଆ କପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ: ପାକିସ୍ତାନ ହେଲା ନୂଆ ଚମ୍ପିୟାନ

December 21, 2025
Latest News

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

ଭିବି- ଜୀ ରାମ ଜୀ ବିଲ୍, ୨୦୨୫କୁ ଅନୁମୋଦନ ପ୍ରଦାନ କଲେ ରାଷ୍ଟ୍ରପତି

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025

ଏସିଆ କପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ: ପାକିସ୍ତାନ ହେଲା ନୂଆ ଚମ୍ପିୟାନ

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.