Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇଦ୍ରାବାଦ ଗଣଦୁଷ୍କର୍ମର ୪ ଅଭିଯୁକ୍ତ ଏନକାଉଣ୍ଟରେ ମୃତ, ପୋଲିସ ହାତରୁ ବନ୍ଧୁକ ଝାମ୍ପି ନେଇ ଫେରାର ହେଉଥିବା ବେଳେ ଏନକାଉଣ୍ଟର
ଆଜିର ଖବର

ହାଇଦ୍ରାବାଦ ଗଣଦୁଷ୍କର୍ମର ୪ ଅଭିଯୁକ୍ତ ଏନକାଉଣ୍ଟରେ ମୃତ, ପୋଲିସ ହାତରୁ ବନ୍ଧୁକ ଝାମ୍ପି ନେଇ ଫେରାର ହେଉଥିବା ବେଳେ ଏନକାଉଣ୍ଟର

December 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
All 4 accused in Hyderabad gang rape, murder case shot dead

ହାଇଦ୍ରାବାଦ,୬/୧୨: ଆଜି ବଡିଭୋରରୁ ହାଇଦ୍ରାବାଦ ଗଣଦୁଷ୍କର୍ମର ୪ ଅଭିଯୁକ୍ତଙ୍କୁ ପୋଲିସ ଗୁଳିକରି ମାରିଦେଇଛି। ପୋଲିସ ହାତରୁ ୪ ଅଭିଯୁକ୍ତ ବନ୍ଧୁକ ଛଡାଇ ଦୌଡି ପଳାଇ ଯିବାରୁ ପୋଲିସ ତାଙ୍କ ଉପକୁ ଗୁଳି ଚାଳନା କରିଥିଲା। ଫଳରେ ଘଟଣା ସ୍ଥଳରେ ହିଁ ଏହି 4 ଜଣଙ୍କର ମୃତ୍ୟୁ ହୋଇଛି। ଯେଉଁ ସ୍ଥାନରେ ଅଭିଯୁକ୍ତମାନେ ଗଣଦୁଷ୍କର୍ମ କରିଥିଲେ ସେହି ସ୍ଥାନରେ ଏମାନଙ୍କୁ ଗୁଳି କରାଯାଇଛି। ଘଟଣାରୁ ଜଣାପଡିଛି ଯେ, ଗଣଦୁଷ୍କର୍ମ ଦିନ କଣ ଘଟିଥିଲା ତାହାର ଅନୁସନ୍ଧାନ ପାଇଁ ପୋଲିସ ୪ ଅଭିଯୁକ୍ତଙ୍କୁ ବଡି ଭୋରରୁ ଘଟଣା ସ୍ଥଳକୁ ନେଇଥିଲା। ସେଠାରେ ସେମାନେ କିପରି ଘଟଣା ଘଟାଇଲେ ତାହା କହିବା ବେଳେ ପୋଲିସ ଉପରେ ଏହି ୪ ଜଣ ଆକ୍ରମଣ କରି ତାଙ୍କଠାରୁ ବନ୍ଧୁକ ଛଡାଇ ଦୌଡିଲେ। ପୋଲିସ କିଛି ଉପାୟ ନ ପାଇ ସେମାନଙ୍କ ଉପରକୁ ଗୁଳି କରିଥିଲା। ଘଟଣାସ୍ଥଳରେ ଏହି ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅଧିକ ତଦନ୍ତ ପାଇଁ ସେଠାରେ ବରିଷ୍ଠ ପୋଲିସ ଅଧିକାରୀ ପହଁଚିଛନ୍ତି।(ଏଜେନସୀ)

Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026

ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

August 23, 2026
Latest News

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026

ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

August 23, 2026

ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ସ୍ବାମୀ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.