Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାବ୍ରୀ ମସ୍‌ଜିଦ୍‌ ଭଙ୍ଗାର 27 ବର୍ଷ ପୂର୍ତ୍ତି : ଅଯୋଧ୍ୟ ମାମଲା ବିପକ୍ଷରେ 6ଟି ନୂତନ ପିଟିସନ
ଆଜିର ଖବର

ବାବ୍ରୀ ମସ୍‌ଜିଦ୍‌ ଭଙ୍ଗାର 27 ବର୍ଷ ପୂର୍ତ୍ତି : ଅଯୋଧ୍ୟ ମାମଲା ବିପକ୍ଷରେ 6ଟି ନୂତନ ପିଟିସନ

December 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Babri masjid demolition
Babri masjid demolition

ନୂଆଦିଲ୍ଲୀ,6/12: ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ବିପକ୍ଷରେ 6ଟି ନୂତନ ଯାଚିକା ଦାଖଲ ହେବାକୁ ଯାଉଛି । ନଭେମ୍ବର 9ର ସର୍ବୋଚ୍ଚ କୋର୍ଟଙ୍କ ଐତିହାସିକ ରାୟରେ ରାମଲାଲାଙ୍କୁ ବିବାଦୀୟ ଜମି ପ୍ରଦାନ କରାଯିବା ସହିତ ମୁସଲିମ ପକ୍ଷଙ୍କୁ ମସଜିଦ୍‌ ନିର୍ମାଣ ପାଇଁ 5 ଏକର ଜମି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଡିସେମ୍ବର 6 ତାରିଖରେ ବାବ୍ରୀ ମସ୍‌ଜିଦ୍‌ ଭଙ୍ଗାକୁ 27 ବର୍ଷ ପୁରୁଥିବା ବେଳେ ଆଉ 6ଟି ନୂତନ ପିଟିସନ୍‌ ଦାଖଲ କରାଯିବା ନେଇ ସୂଚନା ମିଳିଛି । ପୂର୍ବରୁ ରାୟକୁ ଅନ୍ୟାୟ ବୋଲି ଦର୍ଶାଇ ସିଆ ପକ୍ଷଙ୍କ ତରଫରୁ ଏକ ଯାଚିକା ଦାଖଲ କରାଯାଇଛି । ଅଲ୍‌ ଇଣ୍ଡିଆ ମୁସଲିମ୍‌ ପର୍ସନାଲ ଲ ବୋର୍ଡ ସଚିବ ଜାଫରାୟାବଜୀଲାନୀ ପ୍ରକାଶ କରିଛନ୍ତି । ଖୁବ୍‌ଶୀଘ୍ର ଯାଚିକା ଦାଖଲର ତାରିଖ ସମ୍ପର୍କରେ ଘୋଷଣା କରାଯିବ ବୋଲି ଜିଲାନୀ ପ୍ରକାଶ କରିଛନ୍ତି । (ଏଜେନ୍ସୀ)

babrimasjid demolished
Share. Facebook Twitter LinkedIn Email WhatsApp Copy Link

Related Posts

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026

ପାକିସ୍ତାନ ଉପରେ ଆଫଗାନିସ୍ତାନର ସର୍ଜିକାଲ୍ ଷ୍ଟ୍ରାଇକ୍: ୩ ପାକିସ୍ତାନୀ ସୈନିକ ନିହତ

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଏପ୍ରିଲ ତିନି ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଲୋକ ପାଇବେ ଖୁସି ଖବର

April 3, 2026
Latest News

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026

ପାକିସ୍ତାନ ଉପରେ ଆଫଗାନିସ୍ତାନର ସର୍ଜିକାଲ୍ ଷ୍ଟ୍ରାଇକ୍: ୩ ପାକିସ୍ତାନୀ ସୈନିକ ନିହତ

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026

ଲୋକସଭା ଏବଂ ରାଜ୍ୟସଭାରେ ଜନ ବିଶ୍ୱାସ ବିଲ୍- ୨୦୨୬ ପାସ୍

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.