Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତେଲେଙ୍ଗାନା ପୋଲିସ୍‌ର ଏନ୍‌କାଉଣ୍ଟର : ବିଭିନ୍ନ କ୍ରୀଡାବିତଙ୍କ ପ୍ରଶଂସା
ଆଜିର ଖବର

ତେଲେଙ୍ଗାନା ପୋଲିସ୍‌ର ଏନ୍‌କାଉଣ୍ଟର : ବିଭିନ୍ନ କ୍ରୀଡାବିତଙ୍କ ପ୍ରଶଂସା

December 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,6/12: ତେଲେଙ୍ଗାନା ପୋଲିସ୍‌ର ଏନ୍‌କାଉଣ୍ଟରକୁ ବିଭିନ୍ନ କ୍ରୀଡାବିତଙ୍କ ପକ୍ଷରୁ ପ୍ରଶଂସା କରାଯାଇଛି । ଶୁକ୍ରବାର ସକାଳୁ ତେଲେଙ୍ଗାନା ପୋଲିସ୍‌ ପକ୍ଷରୁ ଏନ୍‌କାଉଣ୍ଟରରେ 4 ଦୁଷ୍କର୍ମକାରୀଙ୍କ ଏନ୍‌କାଉଣ୍ଟର କରାଯାଇଥିଲା । ଫୋଗତ ଭଗିନୀଙ୍କ ସହିତ ସାଇନା ନେହ୍ବାଲ, ଯୋଗେଶ୍ବର ଦତ୍ତ ଏବଂ ହରଭଜନ ସିଂ ତେଲେଙ୍ଗାନା ପୋଲିସର ଉଦ୍ୟମକୁ ପ୍ରଶଂସା କରିଛନ୍ତି । ହାଇଦ୍ରାବାଦ ପୋଲିସର କାର୍ଯ୍ୟ ପ୍ରଶଂସନୀୟ ଏବଂ ଏପରି ବୀରତ୍ବ ପାଇଁ ସେମାନଙ୍କୁ ପ୍ରଣାମ ବୋଲି ଟ୍ବିଟ୍‌ କରିଛନ୍ତି ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ବାଲ । ରାକ୍ଷସ ମାନଙ୍କର ଏନ୍‌କାଉଣ୍ଟର କରିଥିବାରୁ ହାଇଦ୍ରାବାଦ ପୋଲିସକୁକ ଧନ୍ୟବାଦ ବୋଲି ଟ୍ବିଟ୍‌ କରିଛନ୍ତି ଗୀତା ଫୋଗତ । ହାଇଦ୍ରାବାଦ ପୋଲିସ୍‌ର ଉଦ୍ୟମ କାରଣରୁ ସମ୍ପୂର୍ଣ୍ଣ ଦେଶ ଉତ୍ସବ ମନାଉଛି । ଦେଶର ମହିଳାଙ୍କ ମଧ୍ୟରେ ଏକ ନୂତନ ଉତ୍ସାହ ସୃଷ୍ଟି କରିଥିବାରୁ ହାଇଦ୍ରାବାଦ ପୋଲିସକୁ ଧନ୍ୟବାଦ ଜଣାଇ ଟ୍ବିଟ କରିଛନ୍ତି ବବିତା ଫୋଗତ । ହାଇଦ୍ରାବାଦ ଏନ୍‌କାଉଣ୍ଟରର ଖବର ଶୁଣି ହୃଦୟକୁ ଶାନ୍ତି ମିଳିଲା ବୋଲି କୁସ୍ତି ଯୋଦ୍ଧା ଯୋଗେଶ୍ବର ଦତ୍ତ ଟ୍ବିଟ୍‌ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ କ୍ରିକେଟର ହରଭଜନ ସିଂ ମଧ୍ୟ ଏନକାଉଣ୍ଟରକୁ ସମର୍ଥନ କରିଛନ୍ତି । ଏହି ଏନକାଉଣ୍ଟର ପାଇଁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଏବଂ ହାଇଦ୍ରବାଦ ପୋଲିସ୍‌କୁ ଧନ୍ୟବାଦ ଜଣାଇଛନ୍ତି ହରଭଜନ ସିଂ । (ଏଜେନ୍ସୀ)

encounter harbhajan saina vetrape
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026
Latest News

ପାରିବାରିକ ଗଣ୍ଡଗୋଳରୁ ବୋମାମାଡ଼: ଭାଇର ବୋମାରେ ଭାଇ ମୃତ, ଜଣେ ଗୁରୁତର

September 16, 2026

ପରିବାର ସହ Bali Trip ପ୍ଲାନ୍‌ କରୁଛନ୍ତି କି? IRCTCର ଏହି ପ୍ୟାକେଜ୍‌ ଥରେ ଦେଖନ୍ତୁ

September 16, 2026

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026

ଫେଷ୍ଟିଭାଲ୍‌ରେ ଲାଉଡ୍ ସାଉଣ୍ଡ! କାନ ସହ ହୃଦୟ ଉପରେ ବି ପଡ଼ିପାରେ ପ୍ରଭାବ

September 16, 2026

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.