Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାରୀ ନିର୍ଯ୍ୟାତନା ବିରୁଦ୍ଧରେ ଛାତ୍ର କଂଗ୍ରେସର ଅଭିନବ ପ୍ରତିବାଦ : ଗିରଫ କଲା ପୋଲିସ୍‌
ଆଜିର ଖବର

ନାରୀ ନିର୍ଯ୍ୟାତନା ବିରୁଦ୍ଧରେ ଛାତ୍ର କଂଗ୍ରେସର ଅଭିନବ ପ୍ରତିବାଦ : ଗିରଫ କଲା ପୋଲିସ୍‌

December 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, ୭/୧୨: ରାଜ୍ୟରେ ହୁ ହୁ ବୃଦ୍ଧିପାଉଥିବା ନାରୀ ନିର୍ଯ୍ୟାତନା, ଦୁଷ୍କର୍ମ ଓ ଗଣଦୁଷ୍କର୍ମ ପ୍ରସଙ୍ଗରେ ଆଜି ଛାତ୍ର କଂଗ୍ରେସ ଅଭିନବ ପ୍ରତିବାଦ କରିଛନ୍ତି । ରାଜ୍ୟ ଛାତ୍ର କଂଗ୍ରେସର ସଂଯୋଜକ ଆଦିତ୍ୟ ପ୍ରିତମ ଦାସଙ୍କ ନେତୃତ୍ୱରେ ଏକ ୫ଜଣିଆ ପ୍ରତିନିଧି ମଣ୍ଡଳୀ ଦିବା ୧୧.୩୦ ମିନିଟ୍‌ ସମୟରେ କଂଗ୍ରେସ ଭବନ ଠାରୁ ମହାତ୍ମା ଗାନ୍ଧୀ ମାର୍ଗ ଦେଇ  ଲୋକସେବା ଭବନ ଆଡ଼କୁ ଯାଇ ନବୀନ ପଟ୍ଟନାୟକଙ୍କୁ ଭେଟି ତାତ୍ସଲ୍ୟଭରା ଶୁଭେଚ୍ଛା ଜଣାଇବା ଉଦ୍ଦେଶ୍ୟରେ ଯିବାବେଳେ ପୋଲିସ୍  ଗିରଫ କରିଛି। ଛାତ୍ରନେତା ମାନଙ୍କୁ ଲୋୟର ପିଏମ୍‌ଜିରୁ  ଗିରଫ କରାଯାଇଥିଲା । ମହିଳା ସୁରକ୍ଷା ପ୍ରସଙ୍ଗକୁ ନେଇ ରାଜ୍ୟରେ କ୍ଷୋଭ ଓ ଆଲୋଡନ ସୃଷ୍ଟି ହୋଇଥିବା ବେଳେ ମାନନୀୟ ମୁଖ୍ୟମନ୍ତ୍ରୀଙ୍କ ନିରବତା ଅତ୍ୟନ୍ତ ଦୁଃଭାଗ୍ୟଜନକ ବୋଲି ରାଜ୍ୟ ଛାତ୍ର କଂଗ୍ରେସ ସଂଯୋଜକ ଆଦିତ୍ୟ ପ୍ରିତମ ଦାସ ଦୃଢ଼ ଆରୋପ ଓ ପ୍ରତିବାଦ କରିଛନ୍ତି ।  ସୂର୍ଯ୍ୟକାନ୍ତ ବାରିକ, ବିଶ୍ୱଜିତ୍ ଲେଙ୍କା, ସମ୍ଭବ ପଟ୍ଟନାୟକ ଓ ସଦାବ ଅହମ୍ମଦ ପ୍ରମୁଖ ଛାତ୍ର ନେତାମାନଙ୍କୁ ପୋଲିସ୍ ଗିରଫ କରି ପରେ ଛାଡ଼ିଦେଇଥିଲା। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.