Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରେ ଅଗ୍ନିକାଣ୍ଡ : ୩୨ ମୃତ, ୫୦ରୁ ଅଧିକ ଆହତ
ଆଜିର ଖବର

ଦିଲ୍ଲୀରେ ଅଗ୍ନିକାଣ୍ଡ : ୩୨ ମୃତ, ୫୦ରୁ ଅଧିକ ଆହତ

December 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲି,୮/୧୨: ରାଜଧାନୀ ଦିଲ୍ଲୀର ରାଣୀ ଝାନ୍ସୀ ରୋଡ୍‌ଠାରେ ରବିବାର ସକାଳୁ ଶସ୍ୟ ମଣ୍ଡିରେ ଭୀଷଣ ନିଆଁ ଲାଗିଯାଇଛି । ଏହି ଘଟଣାରେ ୩୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକେ ଗମ୍ଭୀର ରୂପରେ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦମକଳ ଗାଡ଼ି ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।
ମିଳିଥିବା ସୂଚନା ଅନୁସାରେ ରବିବାର ସକାଳ ୫ଟା ବେଳେ ମଣ୍ଡିରେ ଥିବା ତୃତୀୟ ମହଲାରେ ନିଆଁ ଲାଗିଥିଲା । ପରେ ପରେ ଏହା ବେକେରୀକୁ ସମ୍ପ୍ରସାରଣ କରି ପୂରା କୋଠାରେ ନିଆଁ ଲାଗିଯାଇଥିଲା । ଏହା ଏତେ ଭୟାନକ ରହିଥିଲା ଯେ, ୩0ରୁ ଅଧିକ ଦମକଳ ଗାଡ଼ି ଏହି ନିଆଁଲିଭା କାର୍ଯ୍ୟରେ ନିୟୋଜିତ କରହିଛନ୍ତି । ଏହି ଘଟଣାରେ ୩୨ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫0ରୁ ଅଧିକ ଗଭୀର ରୂପରେ ଆହତ ହୋଇଥିବାର ଖବର ମିଳିଛି । ଆହତମାନଙ୍କୁ ଆରଏମଏଲ୍‌, ଏଲ୍‌ଏନ୍‌ଜେପି, ହିନ୍ଦୁ ରାଓ ଓ ସଫଦରଗ୍ଞ୍ଜ ଆଦି ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । (ଏଜେନ୍ସି)

delhi fire
Share. Facebook Twitter LinkedIn Email WhatsApp Copy Link

Related Posts

ଓୟୁଟିଆରରେ ଇଞ୍ଜିନିୟର୍ସ କପ୍‌: ସୋଆର ସଫଳତା

February 5, 2026

ଆଜି ଦିଲ୍ଲୀ ଏବଂ ବେଙ୍ଗାଲୁରୁ ମଧ୍ୟରେ WPL- 2026 ଫାଇନାଲ୍: କିଛି ସମୟ ପରେ ହେବ ମହାମୁକାବିଲା

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026
Latest News

ଓୟୁଟିଆରରେ ଇଞ୍ଜିନିୟର୍ସ କପ୍‌: ସୋଆର ସଫଳତା

February 5, 2026

ଆଜି ଦିଲ୍ଲୀ ଏବଂ ବେଙ୍ଗାଲୁରୁ ମଧ୍ୟରେ WPL- 2026 ଫାଇନାଲ୍: କିଛି ସମୟ ପରେ ହେବ ମହାମୁକାବିଲା

February 5, 2026

“ଭାରତ ରୁଷରୁ ତେଲ କିଣିବ ନାହିଁ”: ଜାଣନ୍ତୁ ଟ୍ରମ୍ପଙ୍କ ଦାବି ଉପରେ ଭାରତ କ’ଣ କହିଲା?

February 5, 2026

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ପୁନର୍ବାର ହେବ ବିହାର ନିର୍ବାଚନ?: ସୁପ୍ରିମକୋର୍ଟରେ ଏହି ଅଭିଯୋଗ କଲା ପ୍ରଶାନ୍ତ କିଶୋରଙ୍କ ଜନସୁରାଜ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.