Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ଅଗ୍ନିକାଣ୍ଡ : ମୃତକ ଓ ଆହତଙ୍କ ପାଇଁ ସହାୟତା ଘୋଷଣା କଲେ କେଜ୍‌ରୀଓ୍ବାଲ
ଆଜିର ଖବର

ଦିଲ୍ଲୀ ଅଗ୍ନିକାଣ୍ଡ : ମୃତକ ଓ ଆହତଙ୍କ ପାଇଁ ସହାୟତା ଘୋଷଣା କଲେ କେଜ୍‌ରୀଓ୍ବାଲ

December 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ୮/୧୨ :  ଦିଲ୍ଲୀର ରାଣୀ ଝାନ୍ସୀ ରୋଡ ଅନାଜ ମଣ୍ଡି ସ୍ଥିତ ଏକ ବିଲ୍ଡିଂରେ ଆଜି ସକାଳ ୫ଟା ୨୨ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୪୩ ଜଣ ପ୍ରାଣ ହରାଇଥିବା ବେଳେ ୫୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଛି। ଅଗ୍ନିଶମ ବାହିନୀ ଓ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଁଚି ଉଦ୍ଧାର କରୁଛି। ଘଟଣାସ୍ଥଳରେ ୩୦ଟି ଦମକଳ ବାହିନୀ ଗାଡି ନିୟୋଜିତ କରାଯାଇଛି। ଏହି ଘଟଣା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରୀଓ୍ବାଲ ଏହି ଘଟଣାର ମାଜିଷ୍ଟ୍ରେଟ୍‌ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିବାବେଳେ ମୃତକଙ୍କ ପରିବାରକୁ ୧୦ – ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଓ ଆହତଙ୍କୁ ୧-୧ ଲକ୍ଷଟଙ୍କା ସହିତ ମାଗଣା ଚିକିତ୍ସା ଦେବାର ଘୋଷଣା କରିଛନ୍ତି । ସେହିପରି ଘଟଣାସ୍ଥଳରେ ବିଜେପି ନେତା ମନୋଜ ତିୱାରୀ ପୀଡିତଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ସହାୟତା ରାଶି ଓ ଆହତଙ୍କ ପରିବାରକୁ ୨୫ ହଜାର ଟଙ୍କାର ଆର୍ଥିକ ସହାୟତା ଦେବାକୁ ଘୋଷଣା କରିଛନ୍ତି। ଅନାଜ ମଣ୍ଡି କ୍ଷେତ୍ରରେ ହୋଇଥିବା ଭୟାନକ ଅଗ୍ନିକାଣ୍ଡ ମାମଲା ଯାଂଚ୍ କରି ୭ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ଦିଲ୍ଲୀର ରାଜସ୍ଵ ମନ୍ତ୍ରୀ କୈଳାଶ ଗେହଲଟ ନିର୍ଦ୍ଦେଶ ଦେଇଛନ୍ତି। (ଏଜେନ୍ସି)

 

Share. Facebook Twitter LinkedIn Email WhatsApp Copy Link

Related Posts

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.