Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ନିର୍ଦ୍ଧାରଣ ହେବ ୟେଦ୍ୟୁରପ୍ପା ସରକାରଙ୍କ ଭାଗ୍ୟ : 15ଟି ଆସନ ପାଇଁ ଭୋଟଗଣତି ଆରମ୍ଭ
ଆଜିର ଖବର

ଆଜି ନିର୍ଦ୍ଧାରଣ ହେବ ୟେଦ୍ୟୁରପ୍ପା ସରକାରଙ୍କ ଭାଗ୍ୟ : 15ଟି ଆସନ ପାଇଁ ଭୋଟଗଣତି ଆରମ୍ଭ

December 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଙ୍ଗାଳୁରୁ,09/12: କର୍ଣ୍ଣାଟକ ବିଧାନସଭାର 15ଆସନରେ ଅନୁଷ୍ଠିତ ହୋଇଥିବା ଉପନିର୍ବାଚନର ଫଳାଫଳ ଆଜି ଘୋଷିତ ହେବ । ସକାଳ 8ଟା ସମୟରୁ ଭୋଟ ଗଣତି ଆରମ୍ଭ ହୋଇଛି । ଏହି ନିର୍ବାଚନୀ ଫଳାଫଳ ଉପରେ ୟୁଦ୍ୟୁରପ୍ପା ସରକାରଙ୍କ ଭାଗ୍ୟ ନିର୍ଭର କରୁଛି । ସରକାରରେ ରହିବାକୁ ହେଲେ ବିଜେପିକୁ ଅନ୍ୟୁନ 6ଟି ଆସନରେ ବିଜୟୀ ହେବାକୁ ପଡିବ । 17ଟି ଖାଲି ଆସନରୁ ଡିସେମ୍ବର 5 ତାରିଖ ଦିନ 15ଟି ଆସନରେ ଉପନିର୍ବାଚନ ଅନୁଷ୍ଠିତ ହୋଇଛି । ଏହି 15ଟି ବସନ ମଧ୍ୟରୁ 12ଟିରେ ଜେଡିଏସ୍‌ ବିଜୟୀ ହୋଇଥିବା ବେଳେ 3ଟିରେ କଂଗ୍ରେସ ବିଜୟୀ ହୋଇଥିଲା । 11ଟି ଭୋଟଗଣତି କେନ୍ଦ୍ରରେ ଭୋଟ ଗଣନା କରାଯାଉଛି । ପ୍ରଥମେ ପୋଷ୍ଟାଲ ବାଲାଟ୍‌ ଏବଂ ପରେ ସାଧାରଣ ବାଲାଟ୍‌ର ଗଣନା କରାଯିବ ବୋଲଇ ମୁଖ୍ୟ ନିର୍ବାଚନ କମିଶନ ଜି ଜାଡିୟାପ୍ପା ସୂଚନା ଦେଇଛନ୍ତି । (ଏଜେନ୍ସୀ)

bypoll karnataka
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026
Latest News

ମହାରାଷ୍ଟ୍ର ବିଧାନ ପରିଷଦରେ ଠାକରେ-ପାୱାରଙ୍କୁ ଝଟକା: ୧୭ଟିରୁ ୧୬ ଟି ଆସନରେ ମହାୟୁତି ବିଜୟୀ

June 22, 2026

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.