Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକ ଉପନିର୍ବାଚନରେ ବିଜେପିର ବାଜିମାତ୍‌ : ବିରୋଧୀ ଦଳ ନେତା ପଦବୀରୁ ଇସ୍ତଫା ଦେଲେ ସିଦ୍ଧରମୈୟା
ଆଜିର ଖବର

କର୍ଣ୍ଣାଟକ ଉପନିର୍ବାଚନରେ ବିଜେପିର ବାଜିମାତ୍‌ : ବିରୋଧୀ ଦଳ ନେତା ପଦବୀରୁ ଇସ୍ତଫା ଦେଲେ ସିଦ୍ଧରମୈୟା

December 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କର୍ଣ୍ଣାଟକ, ୯/୧୨: କର୍ଣ୍ଣାଟକ ବିଧାନସଭା ଉପନିର୍ବାଚନରେ ବିଜେପି ବାଜିମାତ୍‌ କରିଛି । ୧୫ଟି ଆସନରେ ହୋଇଥିବା ଉପନିର୍ବାଚନରେ ବିଜେପି ୧୨ଟି ଆସନରେ ବିଜୟୀ ଲାଭ କରିଥିବାର ସୂଚନା ରହିଛି। କଂଗ୍ରେସ ୨ଟି ଏବଂ ସ୍ବାଧୀନ ପ୍ରାର୍ଥୀ ଗୋଟିଏ ଆସନ ଜିତିଥିବାବେଳେ ଜେଡିଏସ୍‌ ୩ଟି ଆସନରେ ପରାଜିତ ହୋଇଛି ।  କଂଗ୍ରେସ କର୍ଣ୍ଣାଟକରେ ନିଜ ପରାଜୟକୁ ସ୍ବୀକାର କରିଛି । ଦଳର ପରାଜୟ ପରେ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରମୈୟା ରାଜ୍ୟର ବିରୋଧୀ ଦଳ ନେତା ପଦବୀରୁ ଇସ୍ତଫା ଦେଇଛନ୍ତି। ମୋଟ ୧୫ ଆସନରୁ କଂଗ୍ରେସ ୧୨ ଏବଂ ଜେଡିଏସ୍‌ ୩ଟି ଆସନରେ ପ୍ରାର୍ଥୀ ଦେଇଥିଲା। ଭୋଟ ଗଣତି ସରିଯାଇଥିଲେ ମଧ୍ୟ ସରକାରୀ ଭାବେ ଆନୁଷ୍ଠାନିକ ଭାବେ ଘୋଷଣା ହେବା ବାକି ରହିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଦୋଷୀ ସାବ୍ୟସ୍ତ ହେଲେ ସୂର୍ଯ୍ୟକୁମାର ଯାଦବ, କାର୍ଯ୍ୟାନୁଷ୍ଠାନ ନେଲା ICC

September 26, 2025

ସୋଆ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ – ୨ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

September 26, 2025

ଖୋର୍ଦ୍ଧା: ଷଷ୍ଠ ଜିଲ୍ଲା ପରିଷଦର ପଞ୍ଚମ ସାଧାରଣ ବୈଠକ, ନବ ନିର୍ମିତ ସଭାଗୃହ ଉଦ୍ଘାଟିତ

September 26, 2025

ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁୂ ‘ବିକଶିତ ଭାରତ ଯୁବ ସଂଯୋଗ କାର୍ଯ୍ୟକ୍ରମ’ ଆୟୋଜିତ

September 26, 2025
Latest News

ପିଏମ୍-କିସାନ୍‍ର ୨୧ତମ କିସ୍ତି ଜାରି, କେନ୍ଦ୍ର କୃଷିମନ୍ତ୍ରୀଙ୍କ ପକ୍ଷରୁ ଚାଷୀଙ୍କୁ ୫୪୦ କୋଟିର ସହାୟତା

September 26, 2025

ଦୋଷୀ ସାବ୍ୟସ୍ତ ହେଲେ ସୂର୍ଯ୍ୟକୁମାର ଯାଦବ, କାର୍ଯ୍ୟାନୁଷ୍ଠାନ ନେଲା ICC

September 26, 2025

ସୋଆ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ – ୨ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

September 26, 2025

କୋଲକାତାରେ ଦୁର୍ଗା ପୂଜା ମଣ୍ଡପକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 26, 2025

ଖୋର୍ଦ୍ଧା: ଷଷ୍ଠ ଜିଲ୍ଲା ପରିଷଦର ପଞ୍ଚମ ସାଧାରଣ ବୈଠକ, ନବ ନିର୍ମିତ ସଭାଗୃହ ଉଦ୍ଘାଟିତ

September 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.