Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇଦ୍ରାବାଦ ଏନ୍‌କାଉଣ୍ଟରକୁ ପ୍ରଶଂସା କଲେ ଜଗନମୋହନ
ଆଜିର ଖବର

ହାଇଦ୍ରାବାଦ ଏନ୍‌କାଉଣ୍ଟରକୁ ପ୍ରଶଂସା କଲେ ଜଗନମୋହନ

December 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆନ୍ଧ୍ରପ୍ରଦେଶ, ୯/୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡି ଶୁକ୍ରବାର ଘଟିଥିବା ପୋଲିସ୍‌ ଏନକାଉଣ୍ଟରକୁ ପ୍ରଶଂସା କରିଛନ୍ତି । ପ୍ରିୟଙ୍କା ରେଡ୍ଡି ଗଣଦୁଷ୍କର୍ମ ମାମଲାରେ ଚାରି ଅଭିଯୁକ୍ତଙ୍କୁ  ତେଲେଙ୍ଗାନା ପୋଲିସ୍‌ର ଏନକାଉଣ୍ଟରକୁ ନେଇ ଏବେ ରାଜନୀତି ବେଶ୍‌ ସରଗରମ। ତେବେ ଏହି ପ୍ରସଙ୍ଗକୁ ନେଇ ଦେଶରେ ଚର୍ଚ୍ଚା ଚାଲିଥିବାବେଳେ ଏହାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଉଛି। ଅଧିକାଂଶ ଏହାକୁ ସମର୍ଥନ କରୁଥିବାବେଳେ ଅନେକେ ଏହାର ବିରୋଧ କରୁଛନ୍ତି ।

ଆନ୍ଧ୍ରପ୍ରଦେଶ ବିଧାନସଭାରେ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡି ଏହି ଘଟଣାକୁ ପ୍ରଶଂସା କରିବା ସହିତ କହିଛନ୍ତି ଯେ, ମୁଁ ଦୁଇଟି ଝିଅଙ୍କର ପିତା। ମୋ’ର ଜଣେ ଭଉଣୀ ଓ ପତ୍ନୀ ଅଛନ୍ତି। ଯଦି ମୋ’ ଝିଅଙ୍କୁ କିଛି ହୋଇଥା’ନ୍ତା, ତେବେ ପିତା ଭାବରେ ମୋ’ ପ୍ରତିକ୍ରିୟା କ’ଣ ରହିବ। ମୁଁ କ’ଣ ଚାହଁବି। ବୋଲି କହିଛନ୍ତି ଜଗନମୋହନ। ତେବେ ଅପରାଧକୁ ନେଇ ନ୍ୟାୟିକ ବ୍ୟବସ୍ଥାରେ ପରିବର୍ତ୍ତନ ହେବା ସହିତ ତ୍ବରିତ ନ୍ୟାୟ ପ୍ରଦାନ ଜରୁରୀ ବୋଲି ମତ ଦେଇଛନ୍ତି ଜଗନ ମୋହନ। (ଏଜେନ୍ସି)

hydrabad encounter jaganmohan reddy priyanka ready rape victim
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026
Latest News

ପଶ୍ଚିମବଙ୍ଗରେ ଟିଏମସିକୁ ଝଟକା!: ସଦ୍ୟତମ ନିର୍ବାଚନ ସର୍ଭେରେ ବିଜେପି ପାଇଁ ଭଲ ଖବର

April 3, 2026

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026

ଆଜି ‘ଗୁଡ ଫ୍ରାଇ ଡେ’: ଜାଣନ୍ତୁ ଏହାକୁ କାହିଁକି ପାଳନ କରାଯାଏ ଓ ଏହି ଦିନର ମହତ୍ତ୍ଵ?

April 3, 2026

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.