Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ରାଜ୍ୟସଭାରେ ଆଗତ ହେବ ନାଗରିକତ୍ବ ସଂଶୋଧନ ବିଲ୍‌ : ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଆଞ୍ଚଳିକ ଦଳ
ଆଜିର ଖବର

ଆସନ୍ତାକାଲି ରାଜ୍ୟସଭାରେ ଆଗତ ହେବ ନାଗରିକତ୍ବ ସଂଶୋଧନ ବିଲ୍‌ : ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଆଞ୍ଚଳିକ ଦଳ

December 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,10/12 : ଗତକାଲି ଲୋକସଭାରେ ପାରିତ ହେବା ପରେ ଆସନ୍ତା କାଲି ରାଜ୍ୟସଭାରେ ଆଗତ ହେବାକୁ ଯାଉଛି ନାଗରିକତ୍ବ ସଂଶୋଧନ ବିଲ୍‌ । ସଂସଦର ନିମ୍ନ ସଦନରେ ବିରୋଧୀ ଦଳଙ୍କ ହୋହଲ୍ଲା ସତ୍ତ୍ବେ 311-80 ବ୍ୟବଧାନରେ ପାରିତ ହୋଇଥିବା ବେଳେ ରାଜ୍ୟସଭାରେ ଏହା କଡା ଚ୍ୟାଲେଞ୍ଜର ସମ୍ମୁଖୀନ ହେବ । ଲୋକସଭାରେ ବିଜେପିର ବହୁମତ ରହିଥିବା ବେଳେ ରାଜ୍ୟସଭାରେ ସ୍ଥିତି ସମ୍ପୂର୍ଣ୍ଣ ଓଲଟା । ରାଜ୍ୟସଭାରେ ବିଜେପିର 83 ସାଂସଦ ରହିଛନ୍ତି । ସହଯୋଗୀ ଦଳ ମାନଙ୍କ ମଧ୍ୟରେ ଜେଡିୟୁ(6), ଶିରୋମଣୀ ଅକାଳୀ ଦଳ(1), ଏଲ୍‌ଜେପି(1), ଆରପିଆଇ(1) ନିକଟରେ 9 ଆସନ ରହିଛି । ଏହା ସହିତ 11 ଜଣ ମନୋନୀତ ସାଂସଦଙ୍କ ସମର୍ଥନ ବିଜେପି ନିକଟରେ ରହିଛି । ବିଲ୍‌କୁ ପାରିତ କରିବା ପାଇଁ 120 ସଦସ୍ୟଙ୍କ ସମର୍ଥନ ଆବଶ୍ୟକ ରହିଥିବା ବେଳେ ଏଆଇଡିଏମକେ, ବିଜେଡି, ଓ୍ବାଇଏସଆର କଂଗ୍ରେସର ଭୂମିକା ଗୁରୁତ୍ବପୂର୍ଣ୍ଣ ରହିବ । ଅବଶ୍ୟ ଲୋକସଭାରେ ବିଜେଡି ଏବଂ ଓ୍ବାଇଏସ୍‌ଆର କଂଗ୍ରେସ ବିଲ୍‌ ପ୍ରତି ନିଜର ସମର୍ଥନ ଜାହିର କରିଥିଲେ । ଏଆଇଡିଏମ୍‌କେ ନିକଟରେ 11 ସାଂସଦଙ୍କ ସମର୍ଥନ ରହିଥିବାରୁ ଏହି ଦଳ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ । (ଏଜେନ୍ସୀ)

Citizenship (Amendment) Bill rajyasabha
Share. Facebook Twitter LinkedIn Email WhatsApp Copy Link

Related Posts

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026
Latest News

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026

BYD EV ଉପରେ ବଡ଼ ଅଫର ଉପଲବ୍ଧ: କମ ହେଲା EMI

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.