Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ପୋଲିସର ରାତିଅଧିଆ ଏନ୍‌କାଉଣ୍ଟର : କୁଖ୍ୟାତ ଅପରାଧୀ ଗିରଫ
ଆଜିର ଖବର

କଟକ ପୋଲିସର ରାତିଅଧିଆ ଏନ୍‌କାଉଣ୍ଟର : କୁଖ୍ୟାତ ଅପରାଧୀ ଗିରଫ

December 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କଟକ,11/12: କଟକ ସ୍ଥିତ ନରାଜ ବଜାର ଅଞ୍ଚଳରେ କମିଶନରେଟ ପୋଲିସ୍‌ ପକ୍ଷରୁ ରାତିଅଧିଆ ଚଢାଉ କରାଯାଇଥିଲା । ଚୌଦ୍ୱାର ପୁଲିସ୍‌ ଓ ସ୍ପେଶାଲ ସ୍କ୍ୱାଡ ପକ୍ଷରୁ କରାଯାଇଥିବା ଏନ୍‌କାଉଣ୍ଟରରେ କୁଖ୍ୟାତ ଡକାୟତ ସଚିନ୍ ପାଓ୍ୱାର ଓରଫ୍ ବବଲୁ ଆହତ ହୋଇଛି । ଡାହାଣ ଗୋଡ଼ରେ ଗୁଳି ବାଜିଥିବା ବେଳେ ବବ୍‌ଲୁକୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗତକାଲି ରାତି ପ୍ରାୟ 3ଟା ବେଳେ ନରାଜ ବଜାର ଅଞ୍ଚଳର ବବ୍‌ଲୁ ରହିଥିବା ଖବର ପାଇ ଚୌଦ୍ୱାର ପୁଲିସ୍‌ ଓ ସ୍ପେଶାଲ ସ୍କ୍ୱାଡ୍ ପକ୍ଷରୁ ଚଢଉ କରାଯାଇଥିଲା । ଆତ୍ମସମର୍ପଣ କରିବା ବଦଳରେ ବବ୍‌ଲୁ ପୋଲିସ୍‌ ଉପରକୁ ଗୁଳି ଚଳାଇବାରୁ ତିନି ପୋଲିସ୍‌ କର୍ମୀ ଆହତ ହୋଇଥିଲେ । ବବଲୁ ନିକଟରୁ ପୋଲିସ ଗୋଟିଏ ବନ୍ଧକୁ ଜବତ କରିଛି ।

cuttack encounter
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.