Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖସିଗଲା ଡ୍ରଗ୍‌ ମାଫିଆ : 31 ଲକ୍ଷ ଟଙ୍କାର ଡ୍ରଗ୍ସ ଜବତ,ମା‘ ଗିରଫ
ଆଜିର ଖବର

ଖସିଗଲା ଡ୍ରଗ୍‌ ମାଫିଆ : 31 ଲକ୍ଷ ଟଙ୍କାର ଡ୍ରଗ୍ସ ଜବତ,ମା‘ ଗିରଫ

December 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
gram brown sugar and 100 kg ganja
gram brown sugar and 100 kg ganja

ସମୀକ୍ଷା ବ୍ୟୁରୋ
ଜଳେଶ୍ବର,11/12 : ଜଳେଶ୍ବରର କୁଖ୍ୟାତ ନିଶା ବେପାରୀ ମୁନ୍ନା ଖାଁ ପୋଲିସକୁ ଚକ୍‌ମା ଦେଇ ଖସି ଯାଇଛି । ତେବେ ମୁନ୍ନା ଘରୁ ପୋଲିସ୍ 31 ଲକ୍ଷ ଟଙ୍କାର ବ୍ରାଉନ୍‌ ସୁଗାର ଜବତ କରିବା ସହିତ ତାର ମା‘କୁ ଗିରଫ କରିଛି । ଓଡିଶା ଏବଂ ପଶ୍ଚିମବଙ୍ଗରେ ମୁନ୍ନା ନାଁରେ 40ରୁ ଏକାଧିକ ମାମଲା ରହିଥିବା ବେଳେ ଶାସନବାଡ ସ୍ଥିତ ଗାଁରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା । ଏହି ଚଢାଉରେ ମୀର ରାହତ ଅଲ୍ଲୀ ଖାଁ ଓରଫ୍‌ ମୁନ୍ନା ଖସି ଯାଇଥିବା ବେଳେ ଅବକାରୀ ବିଭାଗ 310 ଗ୍ରାମ ବ୍ରାଉନ୍‌ ସୁଗାର ଜବତ କରିଥିଲା । ଜବତ ବ୍ରାଉନ୍‌ ସୁଗାରର ଅନ୍ତର୍ଜାତୀୟ ମୂଲ୍ୟ ପ୍ରାୟ 31 ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି ।

arrested drugs
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026
Latest News

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.