Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଜିଏସ୍‌ଟି ପ୍ୟାନେଲ୍‌ରୁ ଓହରିଲେ ନିର୍ମଳା ସୀତାରମଣ, ସୁଶୀଲ ମୋଦି ନୂତନ ମୁଖ୍ୟ
ଆଜିର ଖବର

ଆଇଜିଏସ୍‌ଟି ପ୍ୟାନେଲ୍‌ରୁ ଓହରିଲେ ନିର୍ମଳା ସୀତାରମଣ, ସୁଶୀଲ ମୋଦି ନୂତନ ମୁଖ୍ୟ

December 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
nirmal sitharama
nirmal sitharama

ନୂଆଦିଲ୍ଲୀ,11/12 : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଇଜିଏସ୍‌ଟି ପ୍ୟାନେଲ୍‌ରୁ ଓହରି ଯାଇଛନ୍ତି । ଆଇଜିଏସ୍‌ଟି ପ୍ୟାନେଲ୍‌ରେ ରହିଥିବା ମନ୍ତ୍ରୀସ୍ତରୀୟ ଦଳର ମୁ୍ଖ୍ୟ ରହିଥିଲେ ନିର୍ମଳା ସୀତାରମଣ । ସୀତାରମଣ ଓହରିଯିବା ପରେ ବିହାର ଉପ ମୁଖ୍ୟମନ୍ତ୍ରୀ ତଥା କମିଟିର ଉପମୁଖ୍ୟ ରହିଥିବା ସୁଶୀଲ ମୋଦିଙ୍କୁ ନୂତନ ମୁଖ୍ୟ ଭାବରେ ଘୋଷଣା କରାଯାଇଛି । ସୀତାରମଣଙ୍କ ଓହରିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟୀକରଣ ପ୍ରଦାନ କରାଯାଇଛି । ମନ୍ତ୍ରୀସ୍ତରୀୟ କମିଟିର ମୁଖ୍ୟ ରହିବା ସହିତ ନିର୍ମଳା ଜିଏସ୍‌ଟି ପ୍ୟାନେଲ୍‌ର ମୁଖ୍ୟ ଭାବରେ କାର୍ଯ୍ୟକରୁଥିବାରୁ ନିର୍ମଳାଙ୍କୁ ରିପୋର୍ଟ ପ୍ରସ୍ତୁତ କରିବା ସହିତ ଏହାକୁ ମଞ୍ଜୁରୀ ଦେବାକୁ ପଡିଥାଏ । ତେଣୁ ଆଇଜିଏସ୍‌ଟି ପ୍ୟାନେଲ୍‌ରୁ ନିର୍ମଳା ଓହରିଥିବା ଜଣାପଡିଛି । କମିଟିର କାର୍ଯ୍ୟକୁ ସ୍ବଚ୍ଛତାର ସହିତ ଏବଂ ସୂଚାରୁ ଭାବରେ ପରିଚାଳନା ପାଇଁ ନିର୍ମଳା ନିଜ ପଦରୁ ଇସ୍ତଫା ପ୍ରଦାନ କରିଥିବା ଜଣାପଡିଛି । (ଏଜେନ୍ସୀ)

gst igst nirmalasitharaman sushilmodi
Share. Facebook Twitter LinkedIn Email WhatsApp Copy Link

Related Posts

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଇଡି ପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ: ଅଲ-ଫଲାହ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷ ଗିରଫ

February 5, 2026

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026
Latest News

ଆଗାମୀ ଦୁଇରୁ ତିନି ଦଶନ୍ଧି ମଧ୍ୟରେ ଭାରତ ୩୦ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ: ମୁକେଶ ଅମ୍ବାନୀ

February 5, 2026

ପୁନର୍ବାର ହେବ ବିହାର ନିର୍ବାଚନ?: ସୁପ୍ରିମକୋର୍ଟରେ ଏହି ଅଭିଯୋଗ କଲା ପ୍ରଶାନ୍ତ କିଶୋରଙ୍କ ଜନସୁରାଜ

February 5, 2026

ଇତିହାସର ପୁନରାବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ବିନା ଲୋକସଭାରେ ଧନ୍ୟବାଦ ପ୍ରସ୍ତାବ ଗୃହୀତ

February 5, 2026

ଫେବୃଆରୀରୁ ବଦଳିଲା UPI କାରବାର ପଦ୍ଧତି: ଜାଣନ୍ତୁ ନୂତନ ନିୟମ

February 5, 2026

ଖୋର୍ଦ୍ଧା ଓ ବାଣପୁର ସମେତ ୨୪ଟି ସ୍ଥାନର ନାମ ହେବ ସଂଶୋଧନ, ରାଜସ୍ବ ବିଭାଗରୁ ବାହାରିଲା ବିଜ୍ଞପ୍ତି

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.