Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»2002 ଗୁଜରାଟ ଦଙ୍ଗା : ନରେନ୍ଦ୍ର ମୋଦୀଙ୍କୁ କ୍ଲିନ୍‌ଚିଟ୍‌
ଆଜିର ଖବର

2002 ଗୁଜରାଟ ଦଙ୍ଗା : ନରେନ୍ଦ୍ର ମୋଦୀଙ୍କୁ କ୍ଲିନ୍‌ଚିଟ୍‌

December 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,11/12: 2002 ଗୁଜରାଟ ଦଙ୍ଗା ମାମଲାରେ ତତ୍କାଳୀନ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କୁ କ୍ଲିନ୍‌ଚିଟ୍‌ ପ୍ରଦାନ କରାଯାଇଛି । ବୁଧବାର ନାନାବତୀ-ମେହେଟ୍ଟା କମିଶନ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ରିପୋର୍ଟରେ ମୋଦିଙ୍କୁ କ୍ଲିନ୍‌ଚିଟ୍‌ ପ୍ରଦାନ କରାଯାଇଛି । କମିଶନଙ୍କ ପକ୍ଷରୁ ଟ୍ରେନ୍‌ ପୋଡିକୁ ପୂର୍ବ ନିର୍ଦ୍ଧାରିତ ଦର୍ଶା ଯାଇଥିବା ବେଳେ ଦଙ୍ଗା ସ୍ବତଃସ୍ଫୂର୍ତ୍ତ ଭାବରେ ଘଟିଥିଲା । ଦଙ୍ଗା ହେବାରେ କିମ୍ବା ଏହାକୁ ବଢାଇବାରେ ସରକାରଙ୍କ କୌଣସି ସମ୍ପର୍କ ନଥିଲା ବୋଲି କମିଶନ ନିଜ ରିପୋର୍ଟରେ ଉଲ୍ଲେଖ କରିଛନ୍ତି । ବୁଧବାର ଗୁଜରାଟ ବିଧାନସଭାରେ ଏହି ତଥ୍ୟ ଦିଆଯାଇଛି । ଉଲ୍ଲେଖଯୋଗ୍ୟ ଯେ, 2002 ମସିହାରେ କରସେବକଙ୍କୁ ନେଇ ଯାଉଥିବା ଟ୍ରେନ୍‌ର ଏସ-6 କୋଚ୍‌ରେ ନିଆଁ ଲଗାଯିବାରୁ 59 କରସେବକଙ୍କ ମୃତ୍ୟୁ ଘଟିଥିଲା । ଏହା ପରେ ଦଙ୍ଗା ଘଟି 1044 ଜଣଙ୍କର ପ୍ରାଣହାନି ଘଟିବା ସହିତ 25ଶହ ଆହତ ଏବଂ 225 ଜଣ ନିଖୋଜ ହୋଇଥିଲେ । ମୃତକଙ୍କ ମଧ୍ୟରେ 790 ଜଣ ମୁସଲିମ ରହିଥିବା ବେଳେ 290 ଜଣ ହିନ୍ଦୁ ରହିଥିଲେ । (ଏଜେନ୍ସୀ)

godhra Modi riots
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026
Latest News

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.