Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରତ୍ୟାବର୍ତ୍ତନ ଟେଷ୍ଟରେ ବରୋଦା ବିପକ୍ଷରେ ପୃଥ୍ବୀ ଶଙ୍କ ଦ୍ବିଶତକ
ଆଜିର ଖବର

ପ୍ରତ୍ୟାବର୍ତ୍ତନ ଟେଷ୍ଟରେ ବରୋଦା ବିପକ୍ଷରେ ପୃଥ୍ବୀ ଶଙ୍କ ଦ୍ବିଶତକ

December 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ, 11/12 : ମୁମ୍ବାଇର ୟଙ୍ଗ ସେନସେସନ୍‌ ପୃଥ୍ବୀ ଶ ରଣଜୀ ଟ୍ରଫିରେ ଦ୍ବିଶତକ ହାସଲ କରିଛନ୍ତି । ବରୋଦା ବିପକ୍ଷ ମୁକାବିଲାର ଦ୍ବିତୀୟ ଇନିଂସରେ ଶ ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି । ମୁମ୍ବାଇର ଦ୍ବିତୀୟ ଇନିଂସରେ ଶ 179ଟି ବଲ୍‌ର ସମ୍ମୁଖୀନ ହୋଇ 202 ରନ୍‌ ସଂଗ୍ରହ କରିଥିଲେ । ଶଙ୍କ ଇନିଂସ ମଧ୍ୟରେ 19ଟି ଚୌକା ଏବଂ 7ଟି ଛକ୍କା ସାମିଲ ଥିଲା । ଦୀର୍ଘ 8 ମାସର ବ୍ୟବଧାନ ପରେ 4 ଦିନିଆ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଥିବା ଶ ପ୍ରଥମ ଇନିଂସରେ ମଧ୍ୟ 66 ରନ୍‌ର ଇନିଂସ ଖେଳିଥିଲେ । ପ୍ରଥମ ଇନିଂସରେ ମୁମ୍ବାଇ 431 ରନ୍‌ କରିଥିବା ବେଳେ ବରୋଦା 307 ରନ୍‌ରେ ଅଲଆଉଟ ହୋଇଯାଇଥିଲା । ଦ୍ବିତୀୟ ଇନିଂସରେ ଶ(202) ଏବଂ ସୂର୍ଯ୍ୟ କୁମାର ଯାଦବଙ୍କ ଅପରାଜିତ 102 ଫଳରେ ମୁମ୍ବାଇ 4 ଓ୍ବିକେଟ୍‌ ହରାଇ 409 ରନ୍‌ ସଂଗ୍ରହ କରିଛି । (ଏଜେନ୍ସୀ)

mumbai PRITHVISHAW ranjitrophy
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Latest News

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.