Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାବାଳିକା ଦୁଷ୍କର୍ମ ଉଦ୍ୟମ : ସମ୍ପର୍କୀୟ ଭାଇ ଗିରଫ
ଆଜିର ଖବର

ନାବାଳିକା ଦୁଷ୍କର୍ମ ଉଦ୍ୟମ : ସମ୍ପର୍କୀୟ ଭାଇ ଗିରଫ

December 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର,11/12: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ଟାଉନ ଥାନା ପୁଲିସ୍‌ ତାଙ୍କ ସମ୍ପର୍କୀୟ ଭାଇକୁ ଗିରଫ କରିଛି । ବୁଧବାର ସନ୍ଧ୍ୟାରେ 15 ବର୍ଷୀୟା ନାବାଳିକାଜଣକ ଘରେ ଏକୁଟିଆ ଥିଲେ । ଏହାର ସୁଯୋଗ ନେଇ ତାଙ୍କ ସମ୍ପର୍କୀୟ ଭାଇ ତାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିଲା । ପୀଡ଼ିତାଙ୍କ ଚିତ୍କାର ଶୁଣି ପରିବାର ଲୋକେ ପହଞ୍ଚି ଯାଇଥିଲେ । ଏହାପରେ ଅଭିଯୁକ୍ତ ସେଠାରୁ ଖସି ପଳାଇଥିଲା । ଏନେଇ ପୀଡ଼ିତାଙ୍କ ପରିବାର ଲୋକେ ରାଇରଙ୍ଗପୁର ଟାଉନ ଥାନାରେ ଲିଖିତ ଅଭିଯୋଗ ପରେ ପୁଲିସ୍‌ ଅଭିଯୁକ୍ତ ବାପୁନ ଦାସକୁ ଗିରଫ କରିଥିଲା । ଗୁରୁବାର ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯିବା ସହ ଅଭିଯୁକ୍ତକୁ କୋର୍ଟଚାଲାଣ କରାଯିବ ବୋଲି ଜଣାପଡିଛି ।

minor rape
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକାକୁ ଦୁଷ୍କର୍ମ ମାମଲା: ୨ ଗିରଫ

May 27, 2026

ଆଇପିଏଲ୍ ବେଟିଂ: ୧୮ ଗିରଫ

May 26, 2026

ଆସନ୍ତାକାଲିଠାରୁ ସ୍ନାତକ ପାଠ୍ୟକ୍ରମରେ ନାମ ଲେଖା ପାଇଁ ଆବେଦନ

May 26, 2026

୬ କୋଟି ଠକେଇ : ୩ ବ୍ୟାଙ୍କ କର୍ମଚାରୀ ଗିରଫ

May 26, 2026
Latest News

ନାବାଳିକାକୁ ଦୁଷ୍କର୍ମ ମାମଲା: ୨ ଗିରଫ

May 27, 2026

ଆଇପିଏଲ୍ ବେଟିଂ: ୧୮ ଗିରଫ

May 26, 2026

ଆସନ୍ତାକାଲିଠାରୁ ସ୍ନାତକ ପାଠ୍ୟକ୍ରମରେ ନାମ ଲେଖା ପାଇଁ ଆବେଦନ

May 26, 2026

୬ କୋଟି ଠକେଇ : ୩ ବ୍ୟାଙ୍କ କର୍ମଚାରୀ ଗିରଫ

May 26, 2026

OAS ରେଜଲ୍ଟ ପ୍ରକାଶିତ : ବୁବୁନ ସାହୁ ଟପ୍ପର

May 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.