Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଗରିକତ୍ବ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ : ଆଇନରେ ପରିଣତ ହେଲା ସିଏବି
ଆଜିର ଖବର

ନାଗରିକତ୍ବ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ : ଆଇନରେ ପରିଣତ ହେଲା ସିଏବି

December 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Man breaches President’s security, 6 cops suspended

ନୂଆଦିଲ୍ଲୀ,13/12 : ଶେଷରେ ଆଇନରେ ପରିଣତ ହେଲା ନାଗରକତ୍ବ ସଂଶୋଧନ ବିଲ୍‌ । ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପରେ ଏହି ବିଲ୍‌ଟି ଆଇନରେ ପରିଣତ ହୋଇଛି । ଗୁରୁବାର ବିଳମ୍ବିତ ରାତ୍ରରେ ରାଷ୍‌ଟ୍ରପତି ରାମନାଥ କୋବିନ୍ଦ ଏହି ବିଲ୍‌କୁ ମଞ୍ଜୁରୀ ପ୍ରଦାନ କରିଥିଲେ । ପୂର୍ବରୁ ବିଲ୍‌ଟି ଲୋକସଭା ଏବଂ ରାଜ୍ୟସଭାରେ ବହୁମତରେ ପାରିତ ହୋଇଥିଲା । ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିଥିବା ଏବଂ ଏହା ଆଇନରେ ପରିଣତ ହୋଇଥିବା ନେଇ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଲୋକସଭାରେ ଏହି ବିଲ୍‌ଟି ସୋମବାର ପାଶ୍‌ ହୋଇଥିବା ବେଳେ ବୁଧବାର ଦିନ ରାଜ୍ୟସଭାରେ ପାଶ ହୋଇଥିଲା । ଉଲ୍ଲେଖଯୋଗ୍ୟ ଯେ, ଏହି ନିୟମ ଅନୁଯାୟୀ ଭାରତରେ 6 ବର୍ଷରୁ ଅଧିକ ଦିନ ଅବସ୍ଥାନ କରିଥିବା ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନର ଅଣ ମୁସଲିମ ନାଗରିକଙ୍କୁ ଭାରତର ନାଗରିକତ୍ବ ପ୍ରଦାନ କରାଯିବ ।(ଏଜେନ୍ସୀ)

cab ramnathkovind
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.