Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସାମ ଓ ତ୍ରିପୁରା ପରେ ମେଘାଳୟରେ ହିଂସା : ଇଣ୍ଟରନେଟ ଏବଂ ମୋବାଇଲ ସେବା ବନ୍ଦ
ଆଜିର ଖବର

ଆସାମ ଓ ତ୍ରିପୁରା ପରେ ମେଘାଳୟରେ ହିଂସା : ଇଣ୍ଟରନେଟ ଏବଂ ମୋବାଇଲ ସେବା ବନ୍ଦ

December 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶିଲଂ,13/12: ନାଗରିକତ୍ବ ବିଲ୍‌ରେ ସଂଶୋଧନକୁ ନେଇ ଭାରତର ଉତ୍ତର ପୂର୍ବୀୟ ସୀମା ଜଳୁଛି । ଦୁଇ ଦିନ ହେବ ଆସାମ ଏବଂ ତ୍ରିପୁରାରେ ହିଂସା ଲାଗି ରହିଥିବା ବେଳେ ଏହା ବର୍ତ୍ତମାନ ମେଘାଳୟକୁ ବ୍ୟାପିଛି । ମେଘାଳୟକୁ ଏହି ହିଂସା ବ୍ୟାପିବା ପରେ ସତର୍କତା ପଦକ୍ଷେପ ସ୍ବରୂପ ମେଘାଳୟରେ ଇଣ୍ଟରନେଟ ସେବା ଏବଂ ମୋବାଇଲ୍ ଏସଏମ୍‌ଏସ୍‌ ସେବା ବନ୍ଦ କରି ଦିଆଯାଇଛି । ଦୁଇ ଦିନ ପାଇଁ ଏହି ସେବା ବନ୍ଦ ରଖାଯାଇଛି । ଶିଲଂରୁ 250 କିମି ଦୂର ଓ୍ବିଲିୟମ୍‌ନଗରରୁ ଏହି ହିଂସା ଆରମ୍ଭ ହୋଇଥିଲା । ମୁଖ୍ୟମନ୍ତ୍ରୀ ନିଜ ହେଲିକପ୍ଟରରୁ ଓହ୍ଲାଇବା ପରେ ତାଙ୍କୁ ବିରୋଧ କରାଯାଇଥିଲା । ମେଘାଳୟ ପୋଲିସ୍‌ ପକ୍ଷରୁ ଶାନ୍ତି ବଜାୟ ରଖିବା ପାଇଁ ଟ୍ବିଟ୍ଟର ଜରିଆରେ ନିବେଦନ କରାଯାଇଛି ।(ଏଜେନ୍ସୀ)

cab cerfew Protest
Share. Facebook Twitter LinkedIn Email WhatsApp Copy Link

Related Posts

ଆର୍ନ୍ତଜାତିକ ଅଲିମ୍ପିକ୍ କମିଟିର ମାନସିକ ସ୍ୱାସ୍ଥ୍ୟ ବିଶେଷଜ୍ଞ ଭାବେ ସୋଆର ଡାକ୍ତର ମନୋନୀତ

June 24, 2026

ପାକିସ୍ତାନରେ ପ୍ରବେଶ କଲା ଦିଲ୍ଲୀରୁ ଅମୃତସର ଯାଉଥିବା ବିମାନ: ଇସଲାମାବାଦରେ ଆତଙ୍କ

June 24, 2026

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026
Latest News

ଆର୍ନ୍ତଜାତିକ ଅଲିମ୍ପିକ୍ କମିଟିର ମାନସିକ ସ୍ୱାସ୍ଥ୍ୟ ବିଶେଷଜ୍ଞ ଭାବେ ସୋଆର ଡାକ୍ତର ମନୋନୀତ

June 24, 2026

ରାମ ମନ୍ଦିର ଦାନ ମାମଲାରେ SIT ର ବଡ ପଦକ୍ଷେପ: ପ୍ରମାଣ ପାଇଁ AAP ସାଂସଦଙ୍କୁ ସମନ

June 24, 2026

ପାକିସ୍ତାନରେ ପ୍ରବେଶ କଲା ଦିଲ୍ଲୀରୁ ଅମୃତସର ଯାଉଥିବା ବିମାନ: ଇସଲାମାବାଦରେ ଆତଙ୍କ

June 24, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ: ବାତିଲ ହେଲା ଏହି ସବୁ ଟ୍ରେନ

June 24, 2026

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.