Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁନ୍ଦରଗଡରେ ଟ୍ରକ୍‌-ବାଇକ୍ ଦୁର୍ଘଟଣା : 3 ମୃତ
ଆଜିର ଖବର

ସୁନ୍ଦରଗଡରେ ଟ୍ରକ୍‌-ବାଇକ୍ ଦୁର୍ଘଟଣା : 3 ମୃତ

December 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
accident
accident

ସମୀକ୍ଷା ବ୍ୟୁରୋ
ସୁନ୍ଦରଗଡ,13/12 : ସୁନ୍ଦରଗଡରେ ଏକ ଟ୍ରକ୍‌ ଏବଂ ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି 3 ଜଣଙ୍କର ପ୍ରାଣହାନି ଘଟିଛି । ଏକ ଟ୍ରକ୍‌କୁ ପଛପଟୁ ପିଟିବାରୁ ତିନି ବାଇକ୍‌ ଆରୋହୀଙ୍କ ପ୍ରାଣହାନି ଘଟିଛି । ତଳସରା ଥାନା ଅନ୍ତର୍ଗତ କୁହ୍ଲିଆଜ ପାଖରେ ଗତକାଲି ବିଳମ୍ବିତ ରାତ୍ରରେ ଏହି ଦୁର୍ଘଟଣା ଘଟିଥିଲା । ନିକଟସ୍ଥ ଗାଁରୁ ଭୋଜି ଖାଇ ଫେରୁଥିବା 3 ଜଣ ବ୍ୟକ୍ତିଙ୍କ ବାଇକ୍‌ ରାସ୍ତା କଡରେ ଛିଡା ହୋଇଥିବା ଟ୍ରକ୍‌କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ତିନି ଜଣଙ୍କର ପ୍ରାଣହାନି ଘଟିଥିଲା ।

accident sundargarh
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

July 8, 2026

ଓଡ଼ିଶା ପୋଲିସ ଦ୍ଵାରା ‘ଇ-ଜିରୋ ଏଫ୍ଆଇଆର୍’ ବ୍ୟବସ୍ଥାର ଶୁଭାରମ୍ଭ

July 8, 2026

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

July 8, 2026

ଟିଏମସି ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ: ଫ୍ରିଜ୍ କଲା ଅନେକ ବ୍ୟାଙ୍କ ଆକାଉଣ୍ଟ

July 8, 2026
Latest News

ଭୁବନେଶ୍ୱରରେ ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

July 8, 2026

ଓଡ଼ିଶା ପୋଲିସ ଦ୍ଵାରା ‘ଇ-ଜିରୋ ଏଫ୍ଆଇଆର୍’ ବ୍ୟବସ୍ଥାର ଶୁଭାରମ୍ଭ

July 8, 2026

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

July 8, 2026

ଟିଏମସି ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ: ଫ୍ରିଜ୍ କଲା ଅନେକ ବ୍ୟାଙ୍କ ଆକାଉଣ୍ଟ

July 8, 2026

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ସି. ପି. ରାଧାକୃଷ୍ଣନ

July 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.