Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫୋବର୍ସ ଶକ୍ତିଶାଳୀ ମହିଳା ତାଲିକା : ଶ୍ରେଷ୍ଠ 100ରେ ସାମିଲ ହେଲେ ନିର୍ମଳା ସୀତାରମଣ
ଆଜିର ଖବର

ଫୋବର୍ସ ଶକ୍ତିଶାଳୀ ମହିଳା ତାଲିକା : ଶ୍ରେଷ୍ଠ 100ରେ ସାମିଲ ହେଲେ ନିର୍ମଳା ସୀତାରମଣ

December 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 13/12 : ଫୋବର୍ସ ପକ୍ଷରୁ ବିଶ୍ବର ଶ୍ରେଷ୍ଠ ଏବଂ ଶକ୍ତିଶାଳୀ ମହିଳାଙ୍କ ତାଲିକା ପ୍ରକାଶ ପାଇଛି । ଭାରତୀୟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ତାଲିକାରେ ପଦାର୍ପଣ କରିଛନ୍ତି । ପ୍ରଥମ ପଦାର୍ପଣରେ 34 ତମ ସ୍ଥାନରେ ରହିଛନ୍ତି ନିର୍ମଳା । ଜର୍ମାନୀ ଚାନ୍‌ସେଲର ଆଞ୍ଜେଲା ମର୍କେଲ ଏହି ତାଲିକାର ପ୍ରଥମ ସ୍ଥାନରେ ରହିଥିବା ବେଳେ ୟୁରୋପିଆନ୍‌ ସେଣ୍ଟ୍ରାଲ ବ୍ୟାଙ୍କ ସଭାପତି କ୍ରିଷ୍ଟିଆନ୍‌ ଲାଗାର୍ଡେ ଦ୍ବିତୀୟ ସ୍ଥାନରେ ରହିଛନ୍ତି । ସେହିପରି ସୀତାରମଣଙ୍କ ବ୍ୟତୀତ ଅନ୍ୟ ଦୁଇଜଣ ଭାରତୀୟ ଏହି ତାଲିକାରେ ସ୍ଥାନ ପାଇଛନ୍ତି । ଏଚସିଏଲ୍‌ ସିଇଓ ଏବଂ ପରିଚାଳନା ନିର୍ଦ୍ଦେଶକ ରୋଶନୀ ନାଦାର ମଲହୋତ୍ରା ଏବଂ ବାୟୋକୋନ୍‌ ପ୍ରତିଷ୍ଠାତା କିରଣ ମଜୁମଦାର ଶ ଏହି ତାଲିକାରେ ଯଥାକ୍ରମେ 54 ଏବଂ 65 ତମ ସ୍ଥାନରେ ରହିଛନ୍ତି । ଭାରତର ପଡୋଶୀ ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା (29) ତମ ସ୍ଥାନରେ ରହିଛନ୍ତି । ମେଲିଣ୍ଡା ଗେଟ୍‌ସ(6),ଇଭାଙ୍କା ଟ୍ରମ୍ପ(42) ଏବଂ ଗ୍ରେଟା ଥନବର୍ଗ(100) ପ୍ରମୁଖ ଏହି ତାଲିକାରେ ସ୍ଥାନ ପାଇଛନ୍ତି । (ଏଜେନ୍ସୀ)

nirmalasitharaman
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026

RCB କୁ କିଣିବା ଦୌଡ଼ରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ: ୧୬ ହଜାର କୋଟି ଅତିକ୍ରମ କରିପାରେ ନିଲାମ

March 18, 2026

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026
Latest News

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026

RCB କୁ କିଣିବା ଦୌଡ଼ରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ: ୧୬ ହଜାର କୋଟି ଅତିକ୍ରମ କରିପାରେ ନିଲାମ

March 18, 2026

ଭାରତ ସହ ଘନିଷ୍ଠ ବନ୍ଧୁର ପରିଚୟ ଦେଲା ଏହି ମୁସଲିମ ଦେଶ: ପଠାଇଲା ଲକ୍ଷ ଲକ୍ଷ ବ୍ୟାରେଲ ତେଲ

March 18, 2026

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.