Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିକ୍ଷୋଭ ଯୋଗୁଁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ : ଜାଣନ୍ତୁ ଟ୍ରେନ୍‌ ବାତିଲ୍‌ ନେଇ ଗୁରୁତ୍ବପୂର୍ଣ୍ଣ ସୂଚନା
ଆଜିର ଖବର

ବିକ୍ଷୋଭ ଯୋଗୁଁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ : ଜାଣନ୍ତୁ ଟ୍ରେନ୍‌ ବାତିଲ୍‌ ନେଇ ଗୁରୁତ୍ବପୂର୍ଣ୍ଣ ସୂଚନା

December 14, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ୧୪/୧୨:

ନାଗରିକତା ସଂଶୋଧନ ଆଇନକୁ ନେଇ ଉତ୍ତର-ପୂର୍ବ ରାଜ୍ୟରେ ବିରୋଧ ଲାଗି ରହିଥିବାବେଳେ ଏହା ଟ୍ରେନ୍‌ ଚଳାଚଳକୁ ପ୍ରଭାବିତ କରିଛି। ଓଡ଼ିଶାକୁ ଓ ଓଡ଼ିଶା ମଧ୍ୟ ଦେଇ ଯାତ୍ରା କରୁଥିବା  ଟ୍ରେନ୍‌ଗୁଡ଼ିକ ମଧ୍ୟରେ ଅଧିକାଂଶ ଟ୍ରେନ୍‌ ପ୍ରଭାବିତ ହୋଇଛନ୍ତି। ପଶ୍ଚିମ ବଙ୍ଗରେ ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଓ ହାଓଡ଼ା ରେଳ ସେକ୍ସନ ମଧ୍ୟରେ ସଂକ୍ରାଏଲ, ମୋରୀଗ୍ରାମ, ବଙ୍କ୍ରା ନୟାଵାଜ ଓ ନଳପୁର ଷ୍ଟେସନ ମାନଙ୍କଠାରେ ଲୋକମାନଙ୍କ ଦ୍ୱାରା ବିକ୍ଷୋଭ ଯୋଗୁଁ ଓଡିଶାକୁ ଓ ଓଡିଶା ମଧ୍ୟଦେଇ ଯାତ୍ରା କରୁଥିବା ଟ୍ରେନ ନିମ୍ନ ଅନୁଯାଇ ପ୍ରଭାବିତ ହୋଇଛି ।

ଆଜି ହାଓଡ଼ାରୁ ବାତିଲ ହୋଇଥିବା ଟ୍ରେନ   –

୧. ୨୦୮୮୯ ହାଓଡ଼ା-ତିରୁପତି ହମସଫର ଏକ୍ସପ୍ରେସ

୨. ୨୨୮୭୭ ହାଓଡ଼ା-ଏର୍ଣ୍ଣାକୁଲମ ଅନ୍ତଦ୍ୱୟ ଏକ୍ସପ୍ରେସ

୩. ୧୨୮୪୧ ହାଓଡ଼ା-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ

୪. ୧୨୨୪୫ ହାଓଡ଼ା-ଯଶୋବନ୍ତପୁର ଦୁରନ୍ତ ଏକ୍ସପ୍ରେସ

୫. ୧୮୬୪୫ ହାଓଡ଼ା-ହାଇଦ୍ରାବାଦ ଇଷ୍ଟ କୋଷ୍ଟ ଏକ୍ସପ୍ରେସ

୬. ୧୨୮୪୭ ହାଓଡ଼ା-ପୁନେ ଦୁରନ୍ତ ଏକ୍ସପ୍ରେସ

୭. ୧୨୮୬୦ ହାଓଡ଼ା-ମୁମ୍ବାଇ ଗୀତାଞ୍ଜଳି ଏକ୍ସପ୍ରେସ

ସଂଲଗ୍ନ ଟ୍ରେନ ବାତିଲ ଯୋଗୁଁ ପୁରୀରୁ ବାତିଲ ହେଉଥିବା ଟ୍ରେନ –

୧.  ୨୨୮୯୦ ପୁରୀ-ଦିଘା ଏକ୍ସପ୍ରେସ ଆଜି ପୁରୀ ଠାରୁ

୨.  ୫୮୦୦୨ ପୁରୀ-ସଂତ୍ରାଗାଛି ପାସେଞ୍ଜର ଆସନ୍ତା କଲି ପୁରୀରୁ

୩. ୫୮୪୦୪ ପୁରୀ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର ଆସନ୍ତା କଲି ପୁରୀରୁ

ଆଂଶିକ ବାତିଲ ହେଉଥିବା ଟ୍ରେନ –

ଆଜି ପୁରୀରୁ ଛାଡିଥିବା ଶତାବ୍ଦୀ ଏକ୍ସପ୍ରେସ ହାଓଡ଼ା ପରିବର୍ତ୍ତେ ଖଡ଼ଗପୁରରୁ ଫେରିବ ଓ ଖଡ଼ଗ୍ପୁର ଓ ହାଓଡ଼ା ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ  ।

ଆଜି ଭୁବନେଶ୍ୱରରୁ ଛାଡିଥିବା ଜନ ଶତାବ୍ଦୀ ଏକ୍ସପ୍ରେସ ହାଓଡ଼ା ପରିବର୍ତ୍ତେ ମେଛେଦIଠାରୁ ଫେରିବ ଓ ମେଛେଦI ଓ ହାଓଡ଼ା ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ  ।

ମଧ୍ୟବର୍ତ୍ତୀ ଷ୍ଟେସନ ମାନଙ୍କରେ ନିୟନ୍ତ୍ରିତ ହୋଇଥିବା ଟ୍ରେନ :

୧. ଚେନ୍ନାଇ-ହାଓଡ଼ା କରମଣ୍ଡଳ ଏକ୍ସପ୍ରେସ ପାନ୍ସକୁରା ଠାରେ

୨. ଯଶୋବନ୍ତପୁର-ହାଓଡ଼ା ଦୁରନ୍ତ ଏକ୍ସପ୍ରେସ ଭଦ୍ରକ ଠାରେ

୩. ସିକନ୍ଦରାବାଦ-ହାଓଡ଼ା ଫଲକନାମା ଏକ୍ସପ୍ରେସ ଯାଜପୁର କେନ୍ଦୁଝର ରୋଡ଼ ଠାରେ

୪. ପୁରୀ-ହାଓଡ଼ା ଧଉଳି ଏକ୍ସପ୍ରେସ କଟକ ଠାରେ

(ଏଜେନ୍ସି)

caa cab protest rally traincancelled
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.