Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇନ୍‌କୁ ହାତକୁ ନ ନେବା ପାଇଁ ଜନସାଧାରଣଙ୍କୁ ଅପିଲ୍‌ କଲେ ମମତା
ଆଜିର ଖବର

ଆଇନ୍‌କୁ ହାତକୁ ନ ନେବା ପାଇଁ ଜନସାଧାରଣଙ୍କୁ ଅପିଲ୍‌ କଲେ ମମତା

December 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକାତା, ୧୪/୧୨: ନାଗରିକତ୍ବ ସଂଶୋଧନ ବିଲ୍‌କୁ ନେଇ ପୂର୍ବ ଭାରତରେ ବିରୋଧ, ହିଂସା ଓ ଉତ୍ତେଜନା ଲାଗି ରହିଛି। ଦେଶରେ ଅଧିକାଂଶ ଭାଗରେ ଏହାକୁ ବିରୋଧ କରାଯାଉଛି। ପଶ୍ଚିମବଙ୍ଗରେ ମଧ୍ୟ ଏହାକୁ ନେଇ ବିରୋଧ ଦେଖାଦେଇଛି। ଏପରି ପରିସ୍ଥିତିକୁ ଦେଖି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟବାସୀଙ୍କୁ କୌଣସି ପ୍ରକାରର ହିଂସା ସୃଷ୍ଟି ନ କରିବାକୁ ଅନୁରୋଧ କରିଛନ୍ତି।  ପଶ୍ଚିମବଙ୍ଗରେ ଏନ୍‌ଆରସି ଲାଗୁ ହେବ ନାହିଁ ବୋଲି ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି ମମତା। ତେଣୁ ଏହି ନିୟମକୁ ବିରୋଧ କରି ଆଇନକୁ ହାତକୁ ନ ନେବାକୁ ଜନସାଧାରଣଙ୍କୁ ଅପିଲ୍‌ କରିଛନ୍ତି । ପୁର୍ବ ଭାରତରେ ଦେଖାଦେଇଥିବା ବିରୋଧ ଯୋଗୁଁ ଭାରତୀୟ ଟ୍ରେନ୍‌ ଚଳାଚଳା ବିଶେଷ ଭାବରେ ବାଧାପ୍ରାପ୍ତ ହୋଇଛି। (ଏଜେନ୍ସି)

cab mamata banarjee
Share. Facebook Twitter LinkedIn Email WhatsApp Copy Link

Related Posts

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026
Latest News

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.