Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟସ୍‌ ଜିତି ଓ୍ବେଷ୍ଟଇଣ୍ଡିଜ୍‌ର ବୋଲିଂ ନିଷ୍ପତ୍ତି : ଶିବମ ଦୁବେଙ୍କ ଦିନିକିଆ ପଦାର୍ପଣ
ଆଜିର ଖବର

ଟସ୍‌ ଜିତି ଓ୍ବେଷ୍ଟଇଣ୍ଡିଜ୍‌ର ବୋଲିଂ ନିଷ୍ପତ୍ତି : ଶିବମ ଦୁବେଙ୍କ ଦିନିକିଆ ପଦାର୍ପଣ

December 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚେନ୍ନାଇ, 15/12 : ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ସିରିଜ୍‌ର ଟି ଟ୍ବେଣ୍ଟି ସିରିଜ୍ ପରେ ଆଜିଠୁ ଦିନିକିଆ ସିରିଜ୍‌ ଆରମ୍ଭ ହୋଇଛି । ଚେନ୍ନାଇର ଏମ୍‌ ଏ ଚିଦାମ୍ବରମ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ପ୍ରଥମ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମେ ବୋଲିଂର ନିଷ୍ପତ୍ତି ନେଇଛି । ଏହି ମ୍ୟାଚ୍‌ରେ ଭାରତ ପକ୍ଷରୁ କେଦାର ଜାଦବ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ ଶିବମ ଦୁବେ ଦିନିକିଆ ପଦାର୍ପଣ କରିଛନ୍ତି । ସେହିପରି ଧଓ୍ବନ୍‌ଙ୍କ ଅନୁପସ୍ଥିତିରେ ରାହୁଲ୍‌ ଓପନିଂ ଦାୟିତ୍ବ ସମ୍ଭାଳିଥିବା ବେଳେ ଭୁବନେଶ୍ବର କୁମାରଙ୍କ ସ୍ଥାନରେ ଦୀପକ ଚହର ଦଳରେ ସ୍ଥାନ ପାଇଛନ୍ତି । (ଏଜେନ୍ସୀ)

chennai india windies
Share. Facebook Twitter LinkedIn Email WhatsApp Copy Link

Related Posts

CJP ର ୟୁ-ଟର୍ନ!: ଏବେ ସରକାରଙ୍କ ସହିତ ଆଲୋଚନାକୁ ନାଁ

July 23, 2026

ଦିଲ୍ଲୀ ପ୍ରତିବାଦରେ ବିଦେଶୀ ପାଣ୍ଠି?: ଆବେଦନ ଉପରେ ତୁରନ୍ତ ଶୁଣାଣି ପାଇଁ ହାଇକୋର୍ଟ ରାଜି

July 23, 2026

ଭାରତରେ ଛାତ୍ର ପ୍ରତିବାଦ: ବିବାଦ ସୃଷ୍ଟି କଲା ଦାନିଶ କାନେରିଆଙ୍କ ମନ୍ତବ୍ୟ

July 23, 2026

ଫ୍ୟାନକୋଡ୍ ଆପ୍‌ରେ ଷ୍ଟ୍ରିମିଂ ହେବ ଭାରତ-ଜିମ୍ବାୱେ ଟି-୨୦ ମ୍ୟାଚ୍: ଜାଣନ୍ତୁ କେତେ ଖର୍ଚ୍ଚ ହେବ?

July 23, 2026
Latest News

CJP ର ୟୁ-ଟର୍ନ!: ଏବେ ସରକାରଙ୍କ ସହିତ ଆଲୋଚନାକୁ ନାଁ

July 23, 2026

ଦିଲ୍ଲୀ ପ୍ରତିବାଦରେ ବିଦେଶୀ ପାଣ୍ଠି?: ଆବେଦନ ଉପରେ ତୁରନ୍ତ ଶୁଣାଣି ପାଇଁ ହାଇକୋର୍ଟ ରାଜି

July 23, 2026

ଭାରତରେ ଛାତ୍ର ପ୍ରତିବାଦ: ବିବାଦ ସୃଷ୍ଟି କଲା ଦାନିଶ କାନେରିଆଙ୍କ ମନ୍ତବ୍ୟ

July 23, 2026

ଫ୍ୟାନକୋଡ୍ ଆପ୍‌ରେ ଷ୍ଟ୍ରିମିଂ ହେବ ଭାରତ-ଜିମ୍ବାୱେ ଟି-୨୦ ମ୍ୟାଚ୍: ଜାଣନ୍ତୁ କେତେ ଖର୍ଚ୍ଚ ହେବ?

July 23, 2026

CJP ପ୍ରତିବାଦ ମଧ୍ୟରେ ଅଖିଳେଶ ଏବଂ ରାହୁଲଙ୍କୁ କଡ଼ା ବାର୍ତ୍ତା ଦେଲେ ମାୟାବତୀ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.