Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଗରିକତ୍ବ ସଂଶୋଧନ ଆଇନ ଉପରେ ଆଲୋଚନା ପାଇଁ ମେଘାଳୟ ମୁଖ୍ୟମନ୍ତ୍ରୀଙ୍କୁ ଶାହାଙ୍କ ଆମନ୍ତ୍ରଣ
ଆଜିର ଖବର

ନାଗରିକତ୍ବ ସଂଶୋଧନ ଆଇନ ଉପରେ ଆଲୋଚନା ପାଇଁ ମେଘାଳୟ ମୁଖ୍ୟମନ୍ତ୍ରୀଙ୍କୁ ଶାହାଙ୍କ ଆମନ୍ତ୍ରଣ

December 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,15/12: ନାଗରିକତ୍ବ ବିଲ୍‌ ସଂଶୋଧନ ଆଇନରେ ପରିଣତ ହେବା ପରେ ଏହାକୁ ନେଇ ଦେଶବ୍ୟାପୀ ପ୍ରତିବାଦ କରାଯାଇଛି । ଏହି ପ୍ରତିବାଦ କାରଣରୁ ଆଲୋଚନା ପାଇଁ ମେଘାଳୟ ମୁଖ୍ୟମନ୍ତ୍ରୀଙ୍କୁ ଗୃହ ମନ୍ତ୍ରାଳୟ ପକ୍ଷରୁ ଆମନ୍ତ୍ରଣ କରାଯାଇଛି । ଡିସେମ୍ବର 25 ପରେ ମେଘାଳୟ ମୁଖ୍ୟମନ୍ତ୍ର କନରାଡ ସାଙ୍ଗମାଙ୍କୁ ଆଲୋଚନା ପାଇଁ ଅମିତ ଶାହା ଆମନ୍ତ୍ରଣ କରିଛନ୍ତି । ଶୁକ୍ରବାର ମେଘାଳୟ ମୁଖ୍ୟମନ୍ତ୍ରୀ ଶାହାଙ୍କୁ ଏହି ବିଲ୍‌ ସମ୍ପର୍କରେ ଆଲୋଚନା ପାଇଁ ଦିଲ୍ଲୀରେ ପହଞ୍ଚିଥିଲେ । ଏହି ଆଇନ୍‌କୁ ନେଇ ଦେଶରେ ଅବସ୍ଥାନ କରୁଥିବା ମୁସଲିମ୍‌ଙ୍କୁ ଚିନ୍ତିତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ଗୃହମନ୍ତ୍ରୀ କହିବା ସହିତ ଡିସେମ୍ବର 25 ପରେ ମେଘାଳୟ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ ବୋଲି ଜଣାପଡିଛି । ଏହା ସହିତ ଶାହା କଂଗ୍ରେସ ଆନ୍ଦୋଳନକୁ ବଢାଉଛି ବୋଲି ମତ ଦେଇଛନ୍ତି । (ଏଜେନ୍ସୀ)

amitshah caa
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରକାଶ ପାଇଲା ବିଏଡ, ଏମଏଡ ଏବଂ ବିଏଚଏଡ ପ୍ରବେଶିକା ପରୀକ୍ଷା ଫଳ

July 10, 2026

ବାଙ୍କିପୁର ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର କଲେ ବିଜେପି ପ୍ରାର୍ଥୀ ଅଭିଷେକ କୁମାର

July 10, 2026

ଅନଲାଇନ୍ ମାଧ୍ୟମରେ ଜବାହର ନବୋଦୟ ବିଦ୍ୟାଳୟ ଚୟନ ପରୀକ୍ଷା ପାଇଁ ଦରଖାସ୍ତ ଆବେଦନ

July 10, 2026

ଦେଶରେ ମୌସୁମୀ ସକ୍ରିୟ!: ଆସନ୍ତା ସପ୍ତାହରେ ଅନେକ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

July 10, 2026
Latest News

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ବିରୋଧ କରି ଝାରସୁଗୁଡାରେ ବିଜେଡିର ବିକ୍ଷୋଭ

July 10, 2026

ପ୍ରକାଶ ପାଇଲା ବିଏଡ, ଏମଏଡ ଏବଂ ବିଏଚଏଡ ପ୍ରବେଶିକା ପରୀକ୍ଷା ଫଳ

July 10, 2026

ରଥଯାତ୍ରା ବୈଠକ, ଏଥର ସୁରକ୍ଷା ବ୍ୟବସ୍ଥା ତଦାରଖ କରିବେ ୧୯ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀ

July 10, 2026

ବାଙ୍କିପୁର ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର କଲେ ବିଜେପି ପ୍ରାର୍ଥୀ ଅଭିଷେକ କୁମାର

July 10, 2026

ଅନଲାଇନ୍ ମାଧ୍ୟମରେ ଜବାହର ନବୋଦୟ ବିଦ୍ୟାଳୟ ଚୟନ ପରୀକ୍ଷା ପାଇଁ ଦରଖାସ୍ତ ଆବେଦନ

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.