Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରେୟସ୍‌ ଓ ପନ୍ତଙ୍କ ଅର୍ଦ୍ଧଶତକ : ଭାରତ 173/3
ଆଜିର ଖବର

ଶ୍ରେୟସ୍‌ ଓ ପନ୍ତଙ୍କ ଅର୍ଦ୍ଧଶତକ : ଭାରତ 173/3

December 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚେନ୍ନାଇ, 15/12 : ଭାରତ ଏବଂ ଓ୍ବିଣ୍ଡିଜ୍‌ ମଧ୍ୟରେ ଅନୁଷ୍ଠିତ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଶ୍ରେୟସ୍‌ ଆୟାର ଏବଂ ଋଷଭ ପନ୍ତ ଅର୍ଦ୍ଧଶତକ ହାସଲ କରିଛନ୍ତି । ଦୁଇ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନଙ୍କ ଅର୍ଦ୍ଧଶତକ ବଳରେ ଭାରତ 173/3 ରନ୍‌ ସଂଗ୍ରହ କରିଛି । ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ଭାରତ କଟରେଲ(2/12) ଫଳରେ 25 ରନ୍‌ ମଧ୍ୟରେ ରାହୁଲ ଏବଂ କୋହଲିଙ୍କ ଓ୍ବିକେଟ ହରାଇଥିଲା । ରୋହିତ ଶର୍ମା(36) ଆୟାରଙ୍କ ସହିତ 55 ରନ୍‌ ଯୋଡିଥିଲେ । ଆଲଜାରୀ ଯୋଶେଫ୍‌ ଏହି ଯୋଡି ଭାଙ୍ଗିବା ପରେ ପନ୍ତ ଏବଂ ଆୟାର ପଞ୍ଚମ ଓ୍ବିକେଟ୍‌ରେ ଅବିଭାଜିତ 85 ରନ୍‌ କରି ବ୍ୟାଟିଂ କରୁଛନ୍ତି । 33 ଓଭର ଶେଷ ସୁଦ୍ଧା ଆୟାର(59) ଏବଂ ପନ୍ତ(51) ରନ୍‌ରେ ବ୍ୟାଟିଂ କରୁଛନ୍ତି । (ଏଜେନ୍ସୀ)

india risabhpant shreyasiyer windies
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026
Latest News

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.