Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜମ ଖାନଙ୍କୁ ବଡ ଝଟକା, ପୁଅ ଅବଦୁଲ୍ଲାର ବିଧାୟକ ପଦ ରଦ୍ଦ
ଆଜିର ଖବର

ଆଜମ ଖାନଙ୍କୁ ବଡ ଝଟକା, ପୁଅ ଅବଦୁଲ୍ଲାର ବିଧାୟକ ପଦ ରଦ୍ଦ

December 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଲକ୍ଷ୍ନୌ, 16/12: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ଆଜାମ ଖାନଙ୍କ ପୁଅ ଅବଦୁଲ୍ଲ ଆଜମଙ୍କ ବିଧାୟକ ପଦକୁ ଆଲହାବାଦ ହାଇକୋର୍ଟ ରଦ୍ଦ କରିଛନ୍ତି । ଅବଦୁଲ୍ଲା ଆଜମ ୟୁପିର ସ୍ୱାରା ଆସନରୁ ବିଧାୟକ ନିର୍ବାଚିତ ହୋଇଥିଲେ । 2017ରେ ନିର୍ବାଚନ ଲଢ଼ିବା ସମୟରେ ଅବଦୁଲାଙ୍କୁ 25 ବର୍ଷ ହୋଇ ନ ଥିବା ଅଭିଯୋଗ କରି ବିଏସ୍‌ପି ସଦସ୍ୟ ନଓ୍ବାବ୍‌ କାଜିମ୍‌ ଅଲ୍ଲୀଙ୍କ ପକ୍ଷରୁ କୋର୍ଟରେ ଏକ ଆବେଦନ ଦାଖଲ କରାଯାଇଥିଲା। ଅବଦୁଲା ମିଥ୍ୟ ତଥ୍ୟ ଏବଂ ପ୍ରମାଣପତ୍ର ଦେଇଥିବା ଅଭିଯୋଗ ହୋଇଥିଲା। କୋର୍ଟଙ୍କ ପକ୍ଷରୁ ମାମଲାର ଶୁଣାଣି କରାଯାଇ ସେପ୍ଟେମ୍ବର 27ରେ ରାୟକୁ ସଂରକ୍ଷିତ ରଖାଯାଇଥିଲା। ବିଚାରପତି ଏସ୍‌.ପି. କେଶରଓ୍ବାନୀଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ରାୟ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ କାଜିମ ଅଲୀଙ୍କ ତରଫରୁ ଦାଖଲ ହୋଇଥିବା ଯାଚିକାରେ ଅବଦୁଲ୍ଲା ଆଜମଙ୍କ 10 ଶ୍ରେଣୀର ମାର୍କସିଟ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଦରେ ରୁଜୁ ଥିବା ଜନ୍ମତିଥିକୁ ଆଧାର କରାଯାଇଥିଲା । (ଏଜେନ୍ସି)
azam khan
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରସ୍ଥିତ ରେଳବାଇ କେନ୍ଦ୍ରୀୟ ହସ୍ପିଟାଲରେ ଉନ୍ନତ ଚିକିତ୍ସା ଉପକରଣ ଉଦ୍ଘାଟିତ

January 27, 2026

ଏହି ତାରିଖରେ ମୁକ୍ତିଲାଭ କରିବ “ୱେଲକମ୍ ଟୁ ଦି ଜଙ୍ଗଲ”: ଜାଣନ୍ତୁ କେବେ?

January 27, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଚାରି ରେଳ କର୍ମଚାରୀ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

January 27, 2026

ବ୍ରହ୍ମପୁର ସାଇବର ଥାନା ପକ୍ଷରୁ ୭୧ ଚୋରି ମୋବାଇଲ ଫୋନ ଉଦ୍ଧାର

January 27, 2026
Latest News

ଭୁବନେଶ୍ୱରସ୍ଥିତ ରେଳବାଇ କେନ୍ଦ୍ରୀୟ ହସ୍ପିଟାଲରେ ଉନ୍ନତ ଚିକିତ୍ସା ଉପକରଣ ଉଦ୍ଘାଟିତ

January 27, 2026

ନୂତନ UGC ଆଇନ ପ୍ରତ୍ୟାହାର କରନ୍ତୁ, ନଚେତ୍ ମୋତେ ଇଚ୍ଛାମୃତ୍ୟୁ…: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜଗତଗୁରୁ

January 27, 2026

ଏହି ତାରିଖରେ ମୁକ୍ତିଲାଭ କରିବ “ୱେଲକମ୍ ଟୁ ଦି ଜଙ୍ଗଲ”: ଜାଣନ୍ତୁ କେବେ?

January 27, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଚାରି ରେଳ କର୍ମଚାରୀ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

January 27, 2026

ବ୍ରହ୍ମପୁର ସାଇବର ଥାନା ପକ୍ଷରୁ ୭୧ ଚୋରି ମୋବାଇଲ ଫୋନ ଉଦ୍ଧାର

January 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.