Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାରିମାସ ମଧ୍ୟରେ ନଭଶ୍ଚୁମ୍ବୀ ଭବ୍ୟ ରାମ ମନ୍ଦିରର ହେବ ନିର୍ମାଣ : ଅମିତ୍‌ ଶାହା
ଆଜିର ଖବର

ଚାରିମାସ ମଧ୍ୟରେ ନଭଶ୍ଚୁମ୍ବୀ ଭବ୍ୟ ରାମ ମନ୍ଦିରର ହେବ ନିର୍ମାଣ : ଅମିତ୍‌ ଶାହା

December 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
PTI8_9_2014_000057B

ଝାଡଖଣ୍ଡ, 16/12: ଝାଡ଼ଖଣ୍ଡର ପାକୁଡ଼ରେ କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ସଭାପତି ଅମିତ ଶାହ ଏକ ନିର୍ବାଚନ ଜନସଭାକୁ ସମ୍ଭୋଧିତ କରି କହିଛନ୍ତି ଯେ ଚାରି ମାସ ଭିତରେ ନଭଶ୍ଚୁମ୍ବୀ ରାମ ମନ୍ଦିର ଅଯୋଧ୍ୟାରେ ହେବାକୁ ଯାଉଛି। ଅମିତ ଶାହ କହିଛନ୍ତି, ନିକଟରେ ସୁପ୍ରିମକୋର୍ଟ ଅଯୋଧ୍ୟା ରାୟ ଶୁଣାଇଛନ୍ତି । ଶହ ଶହ ବର୍ଷରୁ ସାରା ବିଶ୍ୱର ଭାରତୀୟଙ୍କ ଦାବି ଥିଲା ଯେ ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ଦରକାର । ଏବେ ଭବ୍ୟ ରାମ ମନ୍ଦିର ଅଯୋଧ୍ୟାରେ ନିର୍ମାଣ ହେବାକୁ ଯାଉଚି। ଅମିତ ଶାହ କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି, “ବର୍ଷ ବର୍ଷ ଧରି ଯୁବକମାନେ ଲଢେଇ ଲଢିଥିଲେ କିନ୍ତୁ ଯେପର୍ଯ୍ୟନ୍ତ କଂଗ୍ରେସର ଶାସନ ଥିଲା ସେ ପର୍ଯ୍ୟନ୍ତ ଝଡଖଣ୍ଡର ରଚନା ହୋଇ ନଥିଲା। ଯେତେବେଳେ କେନ୍ଦ୍ରରେ ଅଟଳ ବିହାରୀ ବାଜପେୟୀଙ୍କ ସରକାର ଆସିଲା ଏହାପରେ ଝାଡଖଣ୍ଡର ନିର୍ମାଣ କରିଥିଲେ । ଅଟଳ ବିହାରୀ ବାଜପେୟୀ ଝାଡଖଣ୍ଡକୁ ଗଠନ କରିଥିଲେ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡଖଣ୍ଡର ବିକାଶର କାମ କରୁଛନ୍ତି ବୋଲି କହିଛନ୍ତି ଅମିତ୍‌ ଶାହା (ଏଜେନ୍ସି)

amit saha ram mandir
Share. Facebook Twitter LinkedIn Email WhatsApp Copy Link

Related Posts

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026
Latest News

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.