Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଣ୍ଡିଆ ଗେଟ୍‌ ଆଗରେ ପ୍ରିୟଙ୍କାଙ୍କ ଧାରଣା
ଆଜିର ଖବର

ଇଣ୍ଡିଆ ଗେଟ୍‌ ଆଗରେ ପ୍ରିୟଙ୍କାଙ୍କ ଧାରଣା

December 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ୧୬/୧୨: ମହିଳାଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଇଣ୍ଡିଆ ଗେଟ୍‌ ପାଖରେ ଧାରଣା ଦେଇଛନ୍ତି। ଏଥିସହ ଜାମିଆରେ ହୋଇଥିବା ହିଂସା ମାମଲାରେ ମଧ୍ୟ ପ୍ରିୟଙ୍କା ଓ ତାଙ୍କ ସମର୍ଥକଙ୍କ ସହ ଧାରଣା ଦେଇଥିବାର ଜଣାପଡ଼ିଛି। କଂଗ୍ରେସ ମହାସଚିବ ପ୍ରିୟଙ୍କା କହିଛନ୍ତି ଯେ, ଏହି ଦେଶ କୌଣସି ଅସାମାଜିକ ବ୍ୟକ୍ତିଙ୍କ ଅଧିନରେ ନାହିଁ। ଏହାର ବାତାବରଣକୁ ଖରାପ୍‌ କରିବାକୁ ଚେଷ୍ଟା କରନାହିଁ ବୋଲି ପ୍ରିୟଙ୍କା କହିଛନ୍ତି। ସୂଚନାଯୋଗ୍ୟ, ଜାମିଆ ଛାତ୍ରଙ୍କ ପ୍ରଦର୍ଶନ ସମୟରେ କେତେକ ଛାତ୍ରୀ ଆହତ ହୋଇଥିଲେ। ଦିଲ୍ଲୀ ପୋଲିସ ସେମାନଙ୍କ ଉପରେ ଆକ୍ରମଣ କରିବା ସହ କ୍ୟାମ୍ପସରେ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଥିବା ନେଇ ଛାତ୍ରୀମାନେ ଅଭିଯୋଗ କରିଛନ୍ତି। ପ୍ରିୟଙ୍କା ସହ ଏହି ଧାରଣାରେ କେସି ବେଣୁଗୋପାଳ, ପୂର୍ବ ରକ୍ଷା ମନ୍ତ୍ରୀ ଏକେ ଆଣ୍ଟୋନି, ଅହମ୍ମଦ ପଟେଲ୍‌ ଓ ଦଳର ଅନ୍ୟ ନେତାମାନେ ମଧ୍ୟ ଧାରଣାରେ ବସି ରହିଛନ୍ତି। ଏହି ସମୟରେ ତିନି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଥିଲା। (ଏଜେନ୍ସି)

india gate JAMIAMALIAUNIVERSITY Protest strike
Share. Facebook Twitter LinkedIn Email WhatsApp Copy Link

Related Posts

ଲକ୍ଷ ଲକ୍ଷ NEET ପରୀକ୍ଷାର୍ଥୀଙ୍କ ପାଇଁ ରିଫଣ୍ଡ ପାଇବାର ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

July 7, 2026

AIADMKକୁ ବଡ଼ ଝଟକା: ଦଳ ଛାଡିଲେ କେ. ପଲାନିସ୍ୱାମୀଙ୍କ ଭାଇ କେ.ବି.ଏସ.

July 7, 2026

ଫିଟନେସ ନ ଥିବାରୁ ବସ ଜବତ

July 7, 2026

ନୟାଗଡ଼ରେ ଯୁବକଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ: ଭିଡ଼ ହିଂସାରେ ପିଟିପିଟି ହତ୍ୟା ଅଭିଯୋଗ

July 7, 2026
Latest News

ଭାରତଠାରୁ ଇଣ୍ଡୋନେସିଆ କିଣିବ ସେହି କ୍ଷେପଣାସ୍ତ୍ର: ଯାହା ପାଇଁ ଭୟରେ ଥରୁଛି ପାକିସ୍ତାନ

July 7, 2026

ଲକ୍ଷ ଲକ୍ଷ NEET ପରୀକ୍ଷାର୍ଥୀଙ୍କ ପାଇଁ ରିଫଣ୍ଡ ପାଇବାର ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

July 7, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ

July 7, 2026

AIADMKକୁ ବଡ଼ ଝଟକା: ଦଳ ଛାଡିଲେ କେ. ପଲାନିସ୍ୱାମୀଙ୍କ ଭାଇ କେ.ବି.ଏସ.

July 7, 2026

ଫିଟନେସ ନ ଥିବାରୁ ବସ ଜବତ

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.