Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଗରିକତ୍ବ ସଂଶୋଧନ ଆଇନ ପରିବର୍ତ୍ତନର ପ୍ରଶ୍ନ ଉଠୁନି : ଶାହା
ଆଜିର ଖବର

ନାଗରିକତ୍ବ ସଂଶୋଧନ ଆଇନ ପରିବର୍ତ୍ତନର ପ୍ରଶ୍ନ ଉଠୁନି : ଶାହା

December 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 18/12 : ନାଗରିକତ୍ବ ସଂଶୋଧନ ଆଇନକୁ ନେଇ ସମଗ୍ର ଦେଶ ଜଳୁଥିବା ବେଳେ ଏହି ଆଇନ ପରିବର୍ତ୍ତନର ପ୍ରଶ୍ନ ଉଠୁନାହିଁ ବୋଲି ଗୃହମନ୍ତ୍ରୀ ଅମିତ ଶାହା ମତ ଦେଇଛନ୍ତି । କୌଣସି ବି ପରସ୍ଥିତିରେ ଏହି ଆଇନରେ ପରିବର୍ତ୍ତନ କରାଯିବ ନାହିଁ ବୋଲି ଇଣ୍ଡିଆନ ଇକୋନୋମୀ ଫୋରମରେ ଯୋଗ ଦେଇ ଶାହା କହିଛନ୍ତି । ଏନ୍‌ଆରସି ଲାଗୁ କରାଯିବା ଯୋଜନା ରାଜୀବ ଗାନ୍ଧୀଙ୍କର ରହିଥିଲା । ଏହା ସହିତ ବିଶ୍ବର ସମସ୍ତ ରାଷ୍ଟ୍ର ନିଜର ନାଗରିକ ପଞ୍ଜୀକରଣ କରାଇଥିବା ବେଳେ ଭାରତ ମଧ୍ୟ କରିବା ଉଚିତ୍‌ ବୋଲି ଶାହା ମତ ଦେଇଛନ୍ତି । ଏହା ସହିତ ଏନ୍‌ଆରସି ବା ସିଏଏ ଦେଶର ଛାତ୍ରଛାତ୍ରୀଙ୍କ ପାଇଁ ବା ଦେଶବାସୀଙ୍କ ପାଇଁ କୌଣସି ସମସ୍ୟକା ସୃଷ୍ଟି କରିବ ନାହିଁ ବୋଲି ଶାହା ମତ ଦେଇଥିଲେ । ଦେଶରେ ସଂଖ୍ୟାଧିକ ବିଶ୍ବବିଦ୍ୟାଳୟ ରହିଥିଲେ ମଧ୍ୟ କେବଳ ହାତଗଣତି କିଛି ବିଶ୍ବବିଦ୍ୟାଳୟଙ୍କୁ ଏହି ଆଇନକୁ ନେଇ କାହିଁକି ସମସ୍ୟା ହେଉଛି ବୋଲି ମଧ୍ୟ ଶାହା ପ୍ରଶ୍ନ କରିଥିଲେ । ଦେଶର ସମସ୍ତ ରାଜ୍ୟରେ ଏହା ଲାଗୁ କରାଯିବା ନେଇ ମଧ୍ୟ ଶାହା ଦୃଢୋକ୍ତି ପ୍ରକାଶ କରିଥିଲେ । (ଏଜେନ୍ସୀ)

amitsaha caa NRC Protest
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026
Latest News

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.