Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରୁ 50 କୋଟିର ହେରୋଇନ୍‌ ଜବତ : 3 ଗିରଫ
ଆଜିର ଖବର

ଦିଲ୍ଲୀରୁ 50 କୋଟିର ହେରୋଇନ୍‌ ଜବତ : 3 ଗିରଫ

December 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,18/12 : ଦିଲ୍ଲୀ ପୋଲିସ୍‌ର ସ୍ବତନ୍ତ୍ର ସେଲ୍‌ ମଙ୍ଗଳବାର ଦିନ 50 କୋଟିର ହେରୋଇନ୍‌ ଜବତ କରିଛି । ହେରୋଇନ୍‌ ସହିତ ଦିଲ୍ଲୀ ପୋଲିସ୍‌ ତିନି ଜଣଙ୍କୁ ଗିରଫ କରିଛି । ଗିରଫଙ୍କ ମଧ୍ୟରେ ଜଣେ ମହିଳାଙ୍କ ସମେତ ଜଣେ ନାଇଜେରିଆନ୍‌ ନାଗରିକ ରହିଥିବା ଜଣାପଡିଛି । ସମୁଦାୟ 12 କିଗ୍ରା ହେରୋଇନ୍‌ ଜବତ କରାଯାଇଥିବା ବେଳେ ଏହାର ଅନ୍ତର୍ଜାତୀୟ ବଜାର ମୂଲ୍ୟ 50 କୋଟି ହେବ ବୋଲି ଜଣାପଡିଛି । ତିନି ଗିରଫ ବ୍ୟକ୍ତି ହେଉଛନ୍ତି ମୁନିର୍କାର ଅନୁଭବ ଦୁଷାଡ(35), ମଦନପୁର ଖଦାରର ରେଣୁକା(27) ଏବଂ ନାଇଜେରିଆର କ୍ରିଷ୍ଟ ଜୋଲ୍‌(28) । ଅନୁଭବଙ୍କ ନିକଟରୁ 7 କିଗ୍ରା ହେରୋଇନ୍‌ ଜବତ କରାଯାଇଥିବା ବେଳେ ରେଣୁକାଙ୍କ ନିକଟରୁ 3 କିଗ୍ରା ଏବଂ ଜୋଲ୍‌ଙ୍କ ନିକଟରୁ 2 କିଗ୍ରା ଡ୍ରଗ୍ସ ଜବତ କରାଯାଇଛି । ଦୁଷାଡ ଏବଂ ରେଣୁକାଙ୍କୁ ନୂଆଦିଲ୍ଲୀ ରେଳଷ୍ଟେସନରୁ ଗିରଫ କରାଯାଇଥିବା ବେଳେ ଉଭୟଙ୍କ ନିକଟରୁ ମିଳିଥିବା ସୂଚନାରେ ଜୋଲ୍‌ଙ୍କୁ ଗିରଫ କରାଯାଇଥିଲା । (ଏଜେନ୍ସୀ)

delhipolice nigeria
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Latest News

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026

ପିକଅପ ଭ୍ୟାନ – ବାଇକ ମୁହାଁମୁହିଁ ଧକ୍କା – ଜଣେ ମୃତ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.