Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅପହର୍ତ୍ତା ଚମ୍ପଟ : 3 ପୋଲିସ ଅଧିକାରୀ ନିଲମ୍ବିତ
ଆଜିର ଖବର

ଅପହର୍ତ୍ତା ଚମ୍ପଟ : 3 ପୋଲିସ ଅଧିକାରୀ ନିଲମ୍ବିତ

December 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ବାଲେଶ୍ବର,18/12 : ଦାୟିତ୍ବରେ ଅବହେଳା ପାଇଁ ବାଲେଶ୍ବରରେ ତିନି ଜଣ ପୋଲିସ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି । ନିଲମ୍ବିତ ଅଧିକାରୀଙ୍କ ମଧ୍ୟରେ ଜଣେ ଏଏସ୍‌ଆଇ, ଜଣେ ହାବିଲଦାର ଏବଂ ଜଣେ କନେଷ୍ଟବଳ ରହିଛନ୍ତି । ଜମର୍ଦ୍ଦା ଥାନା ଏଏସ୍‌ଆଇ ଭକ୍ତହରି ପଟ୍ଟନାୟକ, ହାବିଲଦାର ଅରୁଣ ଧଳ ଏବଂ ମହିଳା କନେଷ୍ଟବଳ ମମତା ପାତ୍ରଙ୍କୁ ନିଲମ୍ବନ କରାଯାଇଛି । ଜଣେ ଅପହର୍ତ୍ତାଙ୍କୁ ଉତ୍ତର ପ୍ରଦେଶରୁ ଅଣାଯାଉଥିବା ତିନି ଜଣଙ୍କ ଅବହେଳା କାରଣରୁ ଅଭିଯୁକ୍ତ ଜଣକ ଖସି ପଳାଇବାରେ ସକ୍ଷମ ହୋଇଥିଲେ । ନାବାଳିକା ଅପହରଣ ମାମଲାରେ ଉକ୍ତ ଯୁବକଙ୍କୁ ୟୁପିରୁ ଗିରଫ କରି ଆଣିବା ସମୟରେ ସେ ଖସିଯିବାରେ ସମର୍ଥ ହୋଇଥିଲେ । ଉକ୍ତ ଘଟଣାର ତଦନ୍ତ କରି ବାଲେଶ୍ବର ଏସ୍‌ପି ତିନି ଜଣଙ୍କୁ ନିଲମ୍ବନ କରିଛନ୍ତି ।

balasore suspend
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.