Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଗରିକ ସଂଶୋଧନ ଆଇନକୁ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଜବାବତଲବ : ଜାନୁୟାରୀରେ ପରବର୍ତ୍ତୀ ଶୁଣାଣି
ଆଜିର ଖବର

ନାଗରିକ ସଂଶୋଧନ ଆଇନକୁ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଜବାବତଲବ : ଜାନୁୟାରୀରେ ପରବର୍ତ୍ତୀ ଶୁଣାଣି

December 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,18/12: ନାଗରିକ ସଂଶୋଧନ ଆଇନକୁ ନେଇ କେନ୍ଦ୍ର ସରକାରଙ୍କ ଠାର ଜବାବ ତଲବ କରିଛନ୍ତି ସୁପ୍ରିମକୋର୍ଟ । ବୁଧବାର ଏହି ଆଇନ ବିରୋଧରେ ଆଗତ 48ଟି ମାମଲାର ବିଚାର କରି ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ପ୍ରଦାନ କରାଯାଇଥିଲେ ମଧ୍ୟ ଏହି ଆଇନ ଉପରେ ରୋକ ଲଗାଇବାକୁ ସୁପ୍ରିମକୋର୍ଟ ମନା କରିଛନ୍ତି । ମୁଖ୍ୟ ବିଚାରପତି ଏସ୍‌ ଏ ବୋବଡେ, ଜଷ୍ଟିସ୍‌ ବି ଆର ଗଭାଇ ଏବଂ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ବିଚାର କରିଥିଲେ । ଆଇନ ପୂର୍ବବତ ଲାଗୁ ରହିବା ସହିତ ଜାନୁୟାରୀ 22 ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ଜଣାପଡିଛି । ଉଲ୍ଲେଖଯୋଗ୍ୟ ଯେ, ସଂସଦର ଉଭୟ ଗୃହରେ ପାରିତ ହେବା ପରେ 12 ତାରିଖରେ ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହି ବିଲ୍‌ ଆଇନରେ ପରିଣତ ହୋଇଥିଲା । ବିଲ୍‌କୁ ଦେଶର ସମସ୍ତ ଭାଗରୁ ବିରୋଧ କରାଯିବା ସହିତ 48ଟି ଭିନ୍ନ ଭିନ୍ନ ମାମଲା ରୁଜୁ କରାଯାଇଥିଲା । (ଏଜେନ୍ସୀ)

caa supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ବିପନ୍ନଙ୍କୁ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ନୂଆ ଘର, ୫ ଦିନରେ ସରିବ କ୍ଷୟକ୍ଷତି ଆକଳନ : ମନ୍ତ୍ରୀ

September 26, 2026

ନିଶାମୁକ୍ତ ଯୁବପିଢ଼ି ହିଁ ବିକଶିତ ଭାରତର ଆଧାର

September 26, 2026

ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା ଓ ନବସୃଜନର ଆବଶ୍ୟକତା: ସୋଆ ଉପସଭାପତି

September 26, 2026

ପ୍ରବଳ ବର୍ଷା ସତ୍ତ୍ୱେ ପୂର୍ବ ତଟ ରେଳପଥ ଦ୍ୱାରା ପୁନରୁଦ୍ଧାର କାର୍ଯ୍ୟ ଓ ଯାତ୍ରୀ ସୁବିଧାକୁ ଗୁରୁତ୍ୱ

September 26, 2026
Latest News

ବନ୍ୟା ବିପନ୍ନଙ୍କୁ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ନୂଆ ଘର, ୫ ଦିନରେ ସରିବ କ୍ଷୟକ୍ଷତି ଆକଳନ : ମନ୍ତ୍ରୀ

September 26, 2026

ନିଶାମୁକ୍ତ ଯୁବପିଢ଼ି ହିଁ ବିକଶିତ ଭାରତର ଆଧାର

September 26, 2026

ୟୁଏନ୍‌ଜିଏରେ ଅପଦସ୍ତ ପାକ୍ ପ୍ରଧାନମନ୍ତ୍ରୀ: ହାଫିଜ୍ ସୟିଦ୍ ଓ ଆତଙ୍କବାଦ ପ୍ରଶ୍ନରେ ମୁହଁ ବନ୍ଦ ରଖିଲେ ଶେହବାଜ

September 26, 2026

ଫାର୍ମାସିଷ୍ଟଙ୍କ ସଶକ୍ତୀକରଣ ନିମନ୍ତେ ଉନ୍ନତ ମାନର ଶିକ୍ଷା ଓ ନବସୃଜନର ଆବଶ୍ୟକତା: ସୋଆ ଉପସଭାପତି

September 26, 2026

ସଦସ୍ୟତା ରଦ୍ଦ ମାମଲା: ଅକ୍ଟୋବର ୮ ସୁଦ୍ଧା ଉତ୍ତର ରଖିବେ ସାୟୋନୀ ଘୋଷଙ୍କ ସମେତ ୨୦ ବିଦ୍ରୋହୀ ସାଂସଦ

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.