Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଭୟା ଗଣଦୁଷ୍କର୍ମ ମାମଲା : ଅଭିଯୁକ୍ତଙ୍କ ପୁନର୍ବିଚାର ଯାଚିକାକୁ ଖାରଜ କଲେ ସର୍ବୋଚ୍ଚ କୋର୍ଟ
ଆଜିର ଖବର

ନିର୍ଭୟା ଗଣଦୁଷ୍କର୍ମ ମାମଲା : ଅଭିଯୁକ୍ତଙ୍କ ପୁନର୍ବିଚାର ଯାଚିକାକୁ ଖାରଜ କଲେ ସର୍ବୋଚ୍ଚ କୋର୍ଟ

December 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,18/12 : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଅକ୍ଷୟ ସିଂର ପୁନର୍ବିଚାର ଯାଚିକାକୁ ଖାରଜ କରିଛନ୍ତି ସର୍ବୋଚ୍ଚ କୋର୍ଟ । ଜଷ୍ଟିସ୍‌ ଆର ଭାନୁମତୀ, ଅଶୋକ ଭୂଷଣ ଏବଂ ଏ ଏସ୍‌ ବୋପାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ । ଯାଚିକାକୁ ଖାରଜ କରିବା ସହିତ ଖଣ୍ଡପୀଠ ମାମଲାର ପୂର୍ବ ରାୟକୁ ବଳବତ୍ତର ରଖିଛନ୍ତି । ଫଳସ୍ବରୂପ ଖୁବ୍‌ ଶୀଘ୍ର ନିର୍ଭୟା କାଣ୍ଡର ଦୋଷୀଙ୍କୁ ଫାଶୀ ଦଣ୍ଡ ପ୍ରଦାନ କରାଯିବ ବୋଲି ଜଣାପଡିଛି । ମାମଲାର ବିଚାର ପ୍ରକ୍ରିୟା ପୂର୍ବରୁ ସରିଛି ଏବଂ ବର୍ତ୍ତମାନ ଏହା ଉପରେ ସମୟ ଅପଚୟ କରାଯିବା ଅନୁଚିତ ବୋଲି ରାୟ ଶୁଣାଇବା ସମୟରେ ଜଷ୍ଟିସ୍‌ ଆର ଭାନୁମତୀ ପ୍ରକାଶ କରିଥିଲେ । ଅପର ପକ୍ଷରେ ରାୟ ପ୍ରକାଶ ପାଇବା ପରେ ଅଭିଯୁକ୍ତଙ୍କ ଓକିଲ କୋର୍ଟକୁ ଦୋଷାରୋପ କରିଛନ୍ତି । ରାଜନୈତିକ ଚାପ କାରଣରୁ କୋର୍ଟ ଶୀଘ୍ର ଫାଶୀ ଦେବାର ନିଷ୍ପତ୍ତି ନେଉଛନ୍ତି ବୋଲି ଅଭିଯୁକ୍ତଙ୍କ ଓକିଲ ଏସ୍‌ ପି ସିଂ ସୂଚନା ଦେଇଛନ୍ତି । (ଏଜେନ୍ସୀ)

nirbhaya supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.