Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଭୟା ଗଣଦୁଷ୍କର୍ମ ମାମଲା : ଅଭିଯୁକ୍ତଙ୍କ ପୁନର୍ବିଚାର ଯାଚିକାକୁ ଖାରଜ କଲେ ସର୍ବୋଚ୍ଚ କୋର୍ଟ
ଆଜିର ଖବର

ନିର୍ଭୟା ଗଣଦୁଷ୍କର୍ମ ମାମଲା : ଅଭିଯୁକ୍ତଙ୍କ ପୁନର୍ବିଚାର ଯାଚିକାକୁ ଖାରଜ କଲେ ସର୍ବୋଚ୍ଚ କୋର୍ଟ

December 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ,18/12 : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଅକ୍ଷୟ ସିଂର ପୁନର୍ବିଚାର ଯାଚିକାକୁ ଖାରଜ କରିଛନ୍ତି ସର୍ବୋଚ୍ଚ କୋର୍ଟ । ଜଷ୍ଟିସ୍‌ ଆର ଭାନୁମତୀ, ଅଶୋକ ଭୂଷଣ ଏବଂ ଏ ଏସ୍‌ ବୋପାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ । ଯାଚିକାକୁ ଖାରଜ କରିବା ସହିତ ଖଣ୍ଡପୀଠ ମାମଲାର ପୂର୍ବ ରାୟକୁ ବଳବତ୍ତର ରଖିଛନ୍ତି । ଫଳସ୍ବରୂପ ଖୁବ୍‌ ଶୀଘ୍ର ନିର୍ଭୟା କାଣ୍ଡର ଦୋଷୀଙ୍କୁ ଫାଶୀ ଦଣ୍ଡ ପ୍ରଦାନ କରାଯିବ ବୋଲି ଜଣାପଡିଛି । ମାମଲାର ବିଚାର ପ୍ରକ୍ରିୟା ପୂର୍ବରୁ ସରିଛି ଏବଂ ବର୍ତ୍ତମାନ ଏହା ଉପରେ ସମୟ ଅପଚୟ କରାଯିବା ଅନୁଚିତ ବୋଲି ରାୟ ଶୁଣାଇବା ସମୟରେ ଜଷ୍ଟିସ୍‌ ଆର ଭାନୁମତୀ ପ୍ରକାଶ କରିଥିଲେ । ଅପର ପକ୍ଷରେ ରାୟ ପ୍ରକାଶ ପାଇବା ପରେ ଅଭିଯୁକ୍ତଙ୍କ ଓକିଲ କୋର୍ଟକୁ ଦୋଷାରୋପ କରିଛନ୍ତି । ରାଜନୈତିକ ଚାପ କାରଣରୁ କୋର୍ଟ ଶୀଘ୍ର ଫାଶୀ ଦେବାର ନିଷ୍ପତ୍ତି ନେଉଛନ୍ତି ବୋଲି ଅଭିଯୁକ୍ତଙ୍କ ଓକିଲ ଏସ୍‌ ପି ସିଂ ସୂଚନା ଦେଇଛନ୍ତି । (ଏଜେନ୍ସୀ)

nirbhaya supremecourt
Share. Facebook Twitter LinkedIn Email WhatsApp Copy Link

Related Posts

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.