Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୋହିତ-ରାହୁଲଙ୍କ ଶତକ : 35 ଓଭର ସୁଦ୍ଧା ଭାରତ 220/0
ଆଜିର ଖବର

ରୋହିତ-ରାହୁଲଙ୍କ ଶତକ : 35 ଓଭର ସୁଦ୍ଧା ଭାରତ 220/0

December 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଶାଖାପଟ୍ଟନମ,18/12: ବିଶାଖାପଟ୍ଟନମରେ ଅନୁଷ୍ଠିତ ଦ୍ବିତୀୟ ଦିନିକିଆରେ ଭାରତୀୟ ଓପ୍‌ନର ଚମତ୍କାର ବ୍ୟାଟିଂ କରିଛନ୍ତି । ଉଭୟ ବ୍ୟାଟ୍ସମ୍ୟାନ୍‌ ଶତକ ହାସଲ କରିବା ସହିତ ପ୍ରଥମ ଓ୍ବିକେଟରେ ଦ୍ବିଶତକୀୟ ଭାଗିଦାରୀ କରିଥିଲେ । 36 ଓଭର ସୁଦ୍ଧା ଭାରତ 220 ରନ୍‌ ସଂଗ୍ରହ କରିଥିବା ବେଳେ ରୋହିତ(114) ଏବଂ ରାହୁଲ (102) ରନ୍‌ରେ ବ୍ୟାଟିଂ କରୁଛନ୍ତି । ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ ପକ୍ଷରୁ ଦୁଇ ଓପ୍‌ନର ରୋହିତ ଶର୍ମା ଏବଂ କେଏଲ୍‌ ରାହୁଲ ସତର୍କତାର ସହିତ ଇନିଂସ ଆରମ୍ଭ କରିଥିଲେ । ପ୍ରାରମ୍ଭରୁ ରାହୁଲ ଆକ୍ରମଣାତ୍ମକ ବ୍ୟାଟିଂ କରିଥିବା ବେଳେ ରୋହିତ ଜଗି ରଖି ଖେଳିଥିଲେ । ପରେ ରୋହିତ ରନ୍‌ଗତି ବଢାଇବା ସହିତ 33 ତମ ଓଭରରେ 108 ବଲ୍‌ରୁ 11ଟି ଚୌକା ଏବଂ 2 ଛକ୍କା ସହାୟତାରେ ନିଜର ଶତକ ପୂରଣ କରିଥିଲେ । ଏହା ବ୍ୟତିତ ରାହୁଲ 102ଟି ବଲ୍‌ର ସମ୍ମୁଖୀନ ହୋଇ 8ଟି ଚୌକା ଏବଂ 3ଟି ଛକ୍କା ସହାୟତାରେ ଶତକ ପୂରଣ କରିଥିଲେ ।

india rahul rohit windies
Share. Facebook Twitter LinkedIn Email WhatsApp Copy Link

Related Posts

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026

ଆଜି ICSE ରେଜଲ୍ଟ ପ୍ରକାଶ ପାଇବ

April 30, 2026

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026
Latest News

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.