Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁର କମିଶନରେଟ ପୁଲିସର ଅଭିନବ ବ୍ୟବସ୍ଥା : ମହିଳା ଡ୍ରାଇଭର ଚଳାଇବେ ପିସିଆର ବାଇକ୍‌
ଆଜିର ଖବର

ସମ୍ବଲପୁର କମିଶନରେଟ ପୁଲିସର ଅଭିନବ ବ୍ୟବସ୍ଥା : ମହିଳା ଡ୍ରାଇଭର ଚଳାଇବେ ପିସିଆର ବାଇକ୍‌

December 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ସମ୍ବଲପୁର,18/12 : ସମ୍ବଲପୁର କମିଶନରେଟ ପୁଲିସ ମହିଳାଙ୍କ ସୁରକ୍ଷା ପାଇଁ ଅଭିନବ ବ୍ୟବସ୍ଥା ଆପଣେଇଛି । ଏଣିକି ମହିଳାଙ୍କ ସୁରକ୍ଷା ପାଇଁ ମହିଳା ପୁଲିସ୍‌ କର୍ମଚାରୀ ଚଳାଇବେ ପିସିଆର୍‌ ଭ୍ୟାନ୍ ଓ ବାଇକ୍ ସମ୍ବଲପୁରରେ ମହିଳାଙ୍କ ସୁରକ୍ଷା ପାଇଁ ପୁଲିସ୍‌ ପକ୍ଷରୁ ଏଭଳି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ବୁଧବାର ଡିଆଇଜି ହିମାଂଶୁ ଲାଲ୍ ପିସିଆର୍ ଭ୍ୟାନ୍ ଏବଂ ବାଇକ୍‌ର ଶୁଭାରମ୍ଭ କରିଛନ୍ତି । ମୋଟ୍ 10ଟି ପିସିଆର ବାଇକ୍ ମଧ୍ୟରୁ 2ଟି ବାଇକ୍ ମହିଳାଙ୍କ ପାଇଁ ରହିଥିବା ବେଳେ 2ଟି ପିସିଆର ଭ୍ୟାନ୍‌ ମଧ୍ୟ ମହିଳା ଚଲାଇବେ ବୋଲି ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026
Latest News

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026

୧୭-୧୮ ଏପ୍ରିଲରେ ଦେଶବ୍ୟାପୀ ‘ନାରୀ ଶକ୍ତି ବନ୍ଦନ ଦୌଡ଼’ ଆୟୋଜନ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.