Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଗରିକତ୍ବ ସଂରକ୍ଷଣ ବିଲ୍‌କୁ ବିରୋଧ : ଦିଲ୍ଲୀର 14ଟି ମେଟ୍ରୋ ଷ୍ଟେସନ୍‌ ବନ୍ଦ
ଆଜିର ଖବର

ନାଗରିକତ୍ବ ସଂରକ୍ଷଣ ବିଲ୍‌କୁ ବିରୋଧ : ଦିଲ୍ଲୀର 14ଟି ମେଟ୍ରୋ ଷ୍ଟେସନ୍‌ ବନ୍ଦ

December 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 19/12 : ନାଗରିକତ୍ବ ସଂରକ୍ଷଣ ବିଲ୍‌କୁ ନେଇ ନୂଆଦିଲ୍ଲୀରେ ଆନ୍ଦୋଳନ ଚାଲିଥିବା ବେଳେ ମେଟ୍ରୋ ସେବା ବ୍ୟାହତ ହୋଇଛି । ଏହି ଆନ୍ଦୋଳନ ଫଳରେ ଦିଲ୍ଲୀର 14ଟି ମେଟ୍ରୋ ଷ୍ଟେସନ୍‌ରେ ସେବା ବନ୍ଦ ରଖାଯାଇଛି । ଲାଲ କିଲ୍ଲାରେ ଧାରା 144 ଲାଗୁ କରାଯିବା ପରେ ଡିଏମ୍‌ଆର୍‌ସି କର୍ତ୍ତୃପକ୍ଷ ଲାଲ କିଲ୍ଲା, ଜାମା ମସଜିଦ୍‌, ଚାନ୍ଦନୀ ଚୌକ୍‌, ବିଶ୍ବବିଦ୍ୟାଳୟ, ଜାମିଆ ମାଲିଆ ଇସଲାମିଆ, ଜସୋଲା ବିହାର, ଶାହିନ୍‌ ବିହାର ଏବଂ ମୁନିର୍କା ମେଟ୍ରୋ ଷ୍ଟେସନ୍‌ ବନ୍ଦ ରହିଛି । ଗତକାଲି ଠାରୁ 6ଟି ମେଟ୍ରୋ ଷ୍ଟେସନ୍‌ ବନ୍ଦ ରହିଛି । ନାଗରିକତ୍ବ ସଂଶୋଧନ ଆଇନକୁ ନେଇ ବର୍ତ୍ତମାନ ସୁଦ୍ଧା ସୁପ୍ରିମକୋର୍ଟରେ 59ଟି ମାମଲା ଦାୟର କରାଯାଇଛି । (ଏଜେନ୍ସୀ)

caa dmrc Protest
Share. Facebook Twitter LinkedIn Email WhatsApp Copy Link

Related Posts

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026
Latest News

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.