Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»3 ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଓ ହତ୍ୟା : ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ
ଆଜିର ଖବର

3 ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଓ ହତ୍ୟା : ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ

December 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କେନ୍ଦୁଝର, 19/12 : କେନ୍ଦୁଝରରେ ତିନି ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଜଣଙ୍କୁ ଫାଶୀ ଦଣ୍ଡାଦେଶ ପ୍ରଦାନ କରାଯାଇଛି । ଅଭିଯୁକ୍ତ ସୁନୀଲ ନାଏକକୁ ଏଡିଜେଏମ୍‌ କେନ୍ଦୁଝର ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି । ପୋକ୍ସୋ ଆଇନ୍‌ ଆଧାରରେ ଅଭିଯୁକ୍ତକୁ ଦଣ୍ଡାଦେଶ ପ୍ରଦାନ କରାଯାଇଥିବା ବେଳେ ସମୁଦାୟ 28 ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା । 2017 ମସିହାରେ କେନ୍ଦୁଝରର ଚମ୍ପୁଆରେ ଏହି ଦୁଷ୍କର୍ମ ଏବଂ ହତ୍ୟା ସଙ୍ଗଠିତ ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026
Latest News

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026

୧୭-୧୮ ଏପ୍ରିଲରେ ଦେଶବ୍ୟାପୀ ‘ନାରୀ ଶକ୍ତି ବନ୍ଦନ ଦୌଡ଼’ ଆୟୋଜନ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.