Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆୟ ବର୍ହିଭୂତ ସମ୍ପତ୍ତି ଠୁଳ : ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ଆଜିର ଖବର

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ : ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

December 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ସମ୍ବଲପୁର,20/12 : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଏନଏସିର ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି । ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ସମ୍ବଲପୁର, ସୁନ୍ଦରଗଡ଼, ରାଉରକେଲା, ଦେଓଗଡ଼, ବଲାଙ୍ଗିର ଓ ଝାରସୁଗୁଡ଼ାର ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି । ସହକାରୀ ଯନ୍ତ୍ରୀଙ୍କ ଘୋଷାସ୍ଥିତ ବାସଭବନ, କୁଚିଣ୍ଡାସ୍ଥିତ ବାସଭବନ ଓ ଶ୍ୱଶୁର ଘରେ ଯାଞ୍ଚ ଚାଲିଥିବା ଜଣାଯାଇଛି । ସେହିପରି ଏନଏସି କାର୍ଯ୍ୟାଳୟରେ ବି ଚଢ଼ଉ ହେବ ବୋଲି ଜଣାଯାଇଛି ।

kuchinda odishavigilance
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶରେ ଚାଲିଛି ୩୨ ଟି ନକଲି ବିଶ୍ୱବିଦ୍ୟାଳୟ: ଛାତ୍ରଛାତ୍ରୀଙ୍କୁ ସତର୍କ କଲା UGC

August 7, 2026

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026
Latest News

ଦେଶରେ ଚାଲିଛି ୩୨ ଟି ନକଲି ବିଶ୍ୱବିଦ୍ୟାଳୟ: ଛାତ୍ରଛାତ୍ରୀଙ୍କୁ ସତର୍କ କଲା UGC

August 7, 2026

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

CBI ର ବଡ଼ ଖୁଲାସା: NEET-UG ପେପର ଲିକ୍ କରିଥିଲେ NTA ବିଶେଷଜ୍ଞ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.