Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉନ୍ନାଓ ଗଣ ଦୁଷ୍କର୍ମ ମାମଲା : ବିଧାୟକ କୁଲଦୀପ୍‌ ସେନ୍‌ଗାରଙ୍କୁ ଆଜୀବନ କାରାଦଣ୍ଡ
ଆଜିର ଖବର

ଉନ୍ନାଓ ଗଣ ଦୁଷ୍କର୍ମ ମାମଲା : ବିଧାୟକ କୁଲଦୀପ୍‌ ସେନ୍‌ଗାରଙ୍କୁ ଆଜୀବନ କାରାଦଣ୍ଡ

December 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 20/12 : ଉନ୍ନାଓ ଗଣଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି । ଉନ୍ନାଓ ଗଣଦୁଷ୍କର୍ମ ମାମଲାରେ ପୂର୍ବତନ ବିଜେପି ବିଧାୟକ କୁଲ୍‌ଦୀପ୍‌ ସିଂ ସେଙ୍ଗାର ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଆଜି ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି । ଜିଲ୍ଳା ଜଜ୍‌ ଧର୍ମେଶ ଶର୍ମା ସେନ୍‌ଗାରଙ୍କୁ ଦଣ୍ଡ ଘୋଷଣା କରିଛନ୍ତି । ଏହା ସହିତ ସେନେଗାର ପୀଡ଼ିତାଙ୍କ ପରିବାରକୁ 25ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ନିର୍ଦେଶ ଦେଇଛନ୍ତି। ଦିଲ୍ଲୀର ତିସ୍‌ ହଜାରୀ କୋର୍ଟ ପକ୍ଷରୁ ସେନ୍‌ଗାରଙ୍କୁ ସୋମବାର ଦୋଷୀ ସାବ୍ୟସ୍ତ କରାଯାଇଥିଲା । ଆଇପିସିର ଧାରା 376 ଏବଂ ପୋକ୍ସୋ ନିୟମର ଧାରା 5ସି ଏବଂ 6 ଅନୁଯାୟୀ ସେନ୍‌ଗାରଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା । 2017ରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ସେନ୍‌ଗାରଙ୍କୁ ଗିରଫ କରାଯାଇଥିଲା । (ଏଜେନ୍ସୀ)

kuldeepsengar rape Unnao
Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ହିଣ୍ଡାଲ୍‌କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣିରେ ମିଳିଲା ପ୍ରବଳ ଜନ ସମର୍ଥନ

September 11, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.