Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସୋଚାମ୍‌ ବାର୍ଷିକ ସାଧାରଣ ବୈଠକରେ ମୋଦି : 5 ଟ୍ରିଲିୟନ୍‌ ଅର୍ଥନୀତି ଲକ୍ଷ୍ୟ ହାସଲ ସମ୍ଭବ
ଆଜିର ଖବର

ଆସୋଚାମ୍‌ ବାର୍ଷିକ ସାଧାରଣ ବୈଠକରେ ମୋଦି : 5 ଟ୍ରିଲିୟନ୍‌ ଅର୍ଥନୀତି ଲକ୍ଷ୍ୟ ହାସଲ ସମ୍ଭବ

December 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, 20/12 : ଆସୋସିଏଟେଡ୍‌ ଚାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରୀ ଅଫ ଇଣ୍ଡିଆ(ଆସୋଚାମ୍‌) କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି । 5 ଟ୍ରିଲିୟନ୍‌ ଅର୍ଥନୀତି ହାସଲର ଲକ୍ଷ୍ୟ ସମ୍ଭବ ବୋଲି ମୋଦି କହିଛନ୍ତି । ବାଣିଜ୍ୟ ଜଗତରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ଜିଏସ୍‌ଟି ନିୟମ ଆଣିଥିଲେ । ଏଥିରେ ସଂସ୍କାର ପାଇଁ ବିଭିନ୍ନ ସମୟରେ ଏଥିରେ ପରିବର୍ତ୍ତନ ମଧ୍ୟ କରାଯାଇଛି । ଜିଏସ୍‌ଟି ଲାଗୁ ସମୟରେ ଜନ ଆକ୍ରୋଶ ଦେଖା ଦେଇଥିଲେ ମଧ୍ୟ ଧୀରେ ଧୀରେ ଜନସାଧାରଣ ଏହାର ସୁଫଳ ପାଇବାକୁ ଯାଉଛନ୍ତି । ସେହିପରି 5 ଟ୍ରିଲିୟନ୍‌ ଅର୍ଥନୀତି ହାସଲରେ ସରକାର କାର୍ଯ୍ୟ କରୁଛନ୍ତି ଏବଂ ଖୁବ୍‌ ଶୀଘ୍ର ସରକାର ଏହି ଲକ୍ଷ୍ୟ ହାସଲରେ ସକ୍ଷମ ହେବେ ବୋଲି ମୋଦି ପ୍ରକାଶ କରିଛନ୍ତି । ଭାରତରେ ସାମର୍ଥ୍ୟ ରହିଛି । ସେହି ସାମର୍ଥ୍ୟର ଭରସାରେ ଆଗକୁ ବଢ଼ିଲେ ଏହି ଲକ୍ଷ୍ୟ ହାସଲ ହୋଇପାରିବ ବୋଲି ମୋଦି କହିଥିଲେ । (ଏଜେନ୍ସୀ)

economy gst Modi
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ- ଆଜି ଫେବୃୟାରୀ ୧୬ ତାରିଖ ସୋମବାର କଣ ରହିବ ଆପଣଙ୍କର ଭାଗ୍ୟ

February 16, 2026

ଆର୍ଯ୍ୟ ସମାଜ ପକ୍ଷରୁ ମହର୍ଷି ଦୟାନନ୍ଦ ଋଷିବୋଧ ଉତ୍ସବ ପାଳିତ

February 15, 2026

ମହାଶିବରାତ୍ରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ 

February 15, 2026

ଇଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ: ପାକିସ୍ତାନକୁ ୧୭୬ ରନର ଟାର୍ଗେଟ ଦେଲା ଭାରତ

February 15, 2026
Latest News

ରାଶିଫଳ- ଆଜି ଫେବୃୟାରୀ ୧୬ ତାରିଖ ସୋମବାର କଣ ରହିବ ଆପଣଙ୍କର ଭାଗ୍ୟ

February 16, 2026

ଆର୍ଯ୍ୟ ସମାଜ ପକ୍ଷରୁ ମହର୍ଷି ଦୟାନନ୍ଦ ଋଷିବୋଧ ଉତ୍ସବ ପାଳିତ

February 15, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୬୧ ରନରେ ଜିତିଲା ଟିମ ଇଣ୍ଡିଆ

February 15, 2026

ମହାଶିବରାତ୍ରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ 

February 15, 2026

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.