Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»40 ଲକ୍ଷ ଟଙ୍କା ଆତ୍ମସାତ : 3 ବ୍ୟାଙ୍କ ମିତ୍ର ଗିରଫ
ଆଜିର ଖବର

40 ଲକ୍ଷ ଟଙ୍କା ଆତ୍ମସାତ : 3 ବ୍ୟାଙ୍କ ମିତ୍ର ଗିରଫ

December 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ରାଉରକେଲା,21/12 : ବ୍ୟାଙ୍କରୁ 40 ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗରେ ରାଉରକେଲା ସାଇବର ଥାନା ପୁଲିସ୍‌ 3 ଜଣ ବ୍ୟାଙ୍କ ମିତ୍ରଙ୍କୁ ଗିରଫ କରିଛି । ତିନି ଅଭିଯୁକ୍ତଙ୍କ ନିକଟରୁ ପୁଲିସ୍‌ 2.80 ଲକ୍ଷ ଟଙ୍କା ଜବତ କରିଛି । 2018 ମସିହା ସେପ୍ଟେମ୍ବର 21 ତାରିଖରୁ ଅକ୍ଟୋବର 5 ତାରିଖ ମଧ୍ୟରେ ବନ୍ଧମୁଣ୍ଡା ଏବଂ ବୀରମିତ୍ରପୁରସ୍ଥିତ ୟୁନାଇଟେଡ ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ଏହି ଦୁର୍ନୀତି ହୋଇଥିବା ଜଣାପଡ଼ିଛି । ରାଉରକେଲା ସାଇବର ଥାନାରେ ଏନେଇ ଅଭିଯୋଗ ହେବାପରେ ପୁଲିସ୍‌ ଶନିବାର ଦିନ ଏହି ତିନି ଜଣ ବ୍ୟାଙ୍କ ମିତ୍ରଙ୍କୁ ଗିରଫ କରିଛି।

BankCorruption
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026
Latest News

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.