Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂଖ୍ୟାଗରିଷ୍ଠ ଧୈର୍ଯ୍ୟ ହରାଇଲେ ଗୋଧ୍ରା ପରି ପରସ୍ଥିତି ସୃଷ୍ଟି ହୁଏ : ସି ଟି ରବି
ଆଜିର ଖବର

ସଂଖ୍ୟାଗରିଷ୍ଠ ଧୈର୍ଯ୍ୟ ହରାଇଲେ ଗୋଧ୍ରା ପରି ପରସ୍ଥିତି ସୃଷ୍ଟି ହୁଏ : ସି ଟି ରବି

December 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଙ୍ଗାଲୁରୁ,21/12 : ବେଙ୍ଗାଲୁରୁର ଜନୈକ ବିଜେପି ମନ୍ତ୍ରୀ ପୁଣି ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । କର୍ଣ୍ଣାଟକର ବିଜେପି ମନ୍ତ୍ରୀ ସି ଟି ରବି ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । ଯେତେବେଳେ ଦେଶରେ ସଂଖ୍ୟାଗରିଷ୍ଠ ନିଜର ଧୈର୍ଯ୍ୟ ହରାଇଥାନ୍ତି ଦେଶରେ ଗୋଧ୍ରା ପରି ପରସ୍ଥିତି ସୃଷ୍ଟି ହୋଇଥାଏ । କଂଗ୍ରେସ ବିଧାୟକ ୟୁଟି ଖାଦେରଙ୍କ ମନ୍ତବ୍ୟର ଜବାବ ଦେବାକୁ ଯାଇ ରବି ଏହି ମନ୍ତବ୍ୟ ଦେଇଛନ୍ତି । କର୍ଣ୍ଣାଟକରେ ସିଏଏ ଲାଗୁ କରାଗଲେ ସଂଖ୍ୟାଲଘୁ ସମ୍ପ୍ରଦାୟ ଏହାର ଜବାବ ଦେବେ ବୋଲି ଖାଦେର କହିଛନ୍ତି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏହି ଆଇନ ଲାଗୁ କଲେ କର୍ଣ୍ଣାଟକକୁ ଭସ୍ମ କରି ଦିଆଯିବ ବୋଲି ଖାଦେର ମତ ଦେଇଥିଲେ । ଏହାପରେ ରବି କହିଛନ୍ତି, ଏପରି ଲୋକ ମାନେ ଟ୍ରେନ୍‌ରେ ନିଆଁ ଲଗାଇ କରସେବକ ମାନଙ୍କୁ ହତ୍ୟା କରିବା ପରେ ହିଁ ଗୁଜରାଟ ଦଙ୍ଗା ଆରମ୍ଭ ହୋଇଥିଲା । କର୍ଣ୍ଣାଟକର ବିଭିନ୍ନ ପ୍ରାନ୍ତରେ ଧାରା 144 ଜାରି କରାଯାଇଥିବାରୁ ବରିଷ୍ଠ କଂଗ୍ରେସ ନେତା ଡିକେ ଶିବକୁମାର ମୁଖ୍ୟମନ୍ତ୍ରୀ ବି ଏସ୍‌ ୟେଦୁରପ୍ପାଙ୍କୁ ସମାଲୋଚନା କରିଛନ୍ତି । (ଏଜେନ୍ସୀ)

caa karnataka
Share. Facebook Twitter LinkedIn Email WhatsApp Copy Link

Related Posts

ନବୀନଙ୍କ ବଡ କାର୍ଯ୍ୟାନୁଷ୍ଠାନ: ଦଳ ବିରୋଧୀ କାର୍ଯ୍ୟ ପାଇଁ ପୁଣି ଜଣେ ନିଲମ୍ବନ

February 8, 2026

ପାକିସ୍ତାନର କେତୋଟି ସହର ଦଖଲ କରିଛି ବେଲୁଚ୍ ସେନା: ପଡୋଶୀ ଦେଶର ମୋଟ କେତେ ଅଂଶ?

February 8, 2026

୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 8, 2026

ଓଡ଼ିଶା ସାମାଜିକ କର୍ମୀ ସମ୍ମେଳନ, ଓଡ଼ିଶା ଭିଜନ ଓ ବିକଳ୍ପ ଚିନ୍ତନ ଉପରେ ଆଲୋଚନା

February 8, 2026
Latest News

ନବୀନଙ୍କ ବଡ କାର୍ଯ୍ୟାନୁଷ୍ଠାନ: ଦଳ ବିରୋଧୀ କାର୍ଯ୍ୟ ପାଇଁ ପୁଣି ଜଣେ ନିଲମ୍ବନ

February 8, 2026

ପାକିସ୍ତାନର କେତୋଟି ସହର ଦଖଲ କରିଛି ବେଲୁଚ୍ ସେନା: ପଡୋଶୀ ଦେଶର ମୋଟ କେତେ ଅଂଶ?

February 8, 2026

୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 8, 2026

ଓଡ଼ିଶା ସାମାଜିକ କର୍ମୀ ସମ୍ମେଳନ, ଓଡ଼ିଶା ଭିଜନ ଓ ବିକଳ୍ପ ଚିନ୍ତନ ଉପରେ ଆଲୋଚନା

February 8, 2026

ବିଶ୍ୱ ରେକର୍ଡ କଲା ଟିମ୍ ଇଣ୍ଡିଆ: ଟି-୨୦ ବିଶ୍ୱକପ୍ ରେ କଲା ଏହି କୀର୍ତ୍ତିମାନ

February 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.