Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଗରିକତା କାନୁନ୍‌ ବିରୋଧରେ ପ୍ରଦର୍ଶନ : ଦଶହଜାରରୁ ଅଧିକ ଲୋକଙ୍କ ଉପରେ ମାମଲା ରୁଜୁ
ଆଜିର ଖବର

ନାଗରିକତା କାନୁନ୍‌ ବିରୋଧରେ ପ୍ରଦର୍ଶନ : ଦଶହଜାରରୁ ଅଧିକ ଲୋକଙ୍କ ଉପରେ ମାମଲା ରୁଜୁ

December 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରୟାଗରାଜ, 21/12: ନାଗରିକତା ସଂଶୋଧନ ଆଇନ ବିରୋଧରେ ପ୍ରୟାଗରାଜରେ ଗତ ଦୁଇ ଦିନ ଧରି ଚାଲିଥିବା ପ୍ରଦର୍ଶନରେ ଦଶହଜାରରୁ ଅଧିକ ପ୍ରଦର୍ଶନକାରୀଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଏହି ସମସ୍ତଙ୍କ ବିରୁଦ୍ଧରେ ସହରର ଛଅଟି ପୋଲିସ୍‌ ଷ୍ଟେସନରେ ମାମଲା ରୁଜୁ କରାଯାଇଛି। ଦଶହଜାର ଅଜ୍ଞାତ ପ୍ରଦର୍ଶନକାରୀଙ୍କୁ ସହିତ ପାଖାପାଖି ଦେଢଶହ ଜଣାଶୁଣା ଲୋକଙ୍କ ନାମ ମଧ୍ୟ ସାମିଲ୍‌ ରହିଛି। ଏହି ପ୍ରଦର୍ଶନରେ ସାମିଲ୍‌ ରହିଥିବା ପ୍ରଦର୍ଶନକାରୀଙ୍କ ଚିହ୍ନଟ  ଭିଡିଓ ଫୁଟେଜ୍‌, ମିଡିଆ ରିପୋର୍ଟସ୍‌ ଓ ସିସିଟିଭି ଭିଜୁଆଲର ଆଧାରରେ କରାଯାଇ ତାଙ୍କ ବିରୋଧରେ କାର୍ଯାନୁଷ୍ଠାନ କରାଯିବ। ଏମିତିକି ନିୟମ ଭାଙ୍ଗି ସଡକ ଉପରେ କରୁଥିବା ପ୍ରଦର୍ଶନକାରୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୁଲିସ କହିଛି । ତେବେ ମାମଲା ରୁଜୁ ହେବା ପରେ ଆଜି ପ୍ରୟାଗରାଜରେ କିଛି ମାତ୍ରାରେ ଶାନ୍ତିର ପରିସ୍ଥିତି ରହିଥିବାବେଳେ କିଛି ହିଂସକ ପ୍ରଦର୍ଶନ ହୋଇନାହିଁ।

ପୁଲିସ୍‌ ଓ ପ୍ରଶାସନର ସମସ୍ତ ବଡ଼ ବଡ଼ ଅଧିକାରୀମାନେ ଲଗାତାର ଗସ୍ତ କରି ଏହି ଘଟଣାର ସମ୍ପର୍କରେ ଅବଗତ ହେବା ସହିତ ରାସ୍ତା ଉଫରେ ବ୍ୟାରିକେଡ୍‌ ଓ କଡ଼ା ଟ୍ରାଫିକ୍‌ ବ୍ୟବସ୍ଥା ଲାଗୁ କରିଛନ୍ତି।  ସୁରକ୍ଷା ବ୍ୟବସ୍ଥା ପାଇଁ ପୋଲିସ୍‌ ଓ ପିଏସି ସହିତ ଅର୍ଦ୍ଧସାମରିକ ବଳକୁ ମଧ୍ୟ ନିୟୋଜିତ କରାଯାଇଛି। ଆଜି ବି ପ୍ରୟାଗରାଜରେ ଇଣ୍ଟରନେଟ୍‌ ସେବା ବନ୍ଦ କରହିଛି। ମାମଲା ରୁଜୁ କରାଯାଇ କିଛି ଲୋକଙ୍କୁ ଗିରଫ କରାଯାଇଥିବାବେଳେ ଆଉ କିଛିକୁ ଅଟକ ରଖାଯାଇଛି। (ଏଜେନ୍ସି)

arrest caa fir prayagraj Protest
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.