Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟର 38ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ
ଆଜିର ଖବର

ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟର 38ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ

December 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର, 21/12: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟର 38ତମ ସମାବର୍ତ୍ତନ ଉତ୍ସବ 2019 ମସିହା ଡିସେମ୍ବର ମାସ 21 ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଏବଂ ବିଶ୍ବବିଦ୍ୟାଳୟର ମାନ୍ୟବର କୁଳାଧିପତି ପ୍ରଫେସର ଗଣେଶୀ ଲାଲଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ଓଡ଼ିଶାର ମାନ୍ୟବର କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ତଥା ବିଶ୍ବବିଦ୍ୟାଳୟର ଉପକୁଳାଧିପତି ଡ. ଅରୁଣ ସାହୁ ଯୋଗଦାନ କରିଛନ୍ତି। ଏହି ଉତ୍ସବରେ ଇମ୍ଫାଲ୍‌ ସ୍ଥିତ କେନ୍ଦ୍ରୀୟ କୃଷି ବିଶ୍ବବିଦ୍ୟାଳୟର କୁଳାଧିପତି ପ୍ରଫେସର ଏସ୍‌. ଆୟାପ୍ପାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଥିଲେ। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ପ୍ରମୋଦ କୁମାର ମିଶ୍ର ଓ ପୂର୍ବତନ ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଇଞ୍ଜିନିୟର ଅଂଶୁମାନ ଦାସଙ୍କୁ ସମ୍ମାନସୂଚକ ଡି.ଏସ୍‌.ସି ଉପାଧି ପ୍ରଦାନ କରାଯାଇଛି। ଏହି ଉତ୍ସବରେ 740 ଜଣଙ୍କୁ ସ୍ନାତକ, 482ଜଣଙ୍କୁ ସ୍ନାତକୋତ୍ତର ଏବଂ 30 ଜଣଙ୍କୁ ପି.ଏଚ୍‌ଡି ଡିଗ୍ରୀ ପ୍ରଦାନ କରାଯାଇଛି । ଏତଦ୍‌ବ୍ୟତୀତ 114ଜଣଙ୍କୁ ସ୍ବର୍ଣ୍ଣପଦକ ସହ ଅନ୍ୟାନ୍ୟ ପୁରସ୍କାର ପ୍ରଦାନ ମଧ୍ୟ କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026
Latest News

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.